ଜିଲ୍ଲାପାଳଙ୍କ ହସ୍ତକ୍ଷେପ ପରେ ଅସନା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ବିଜୁଳି ସଂଯୋଗ
ବାରିପଦା : ମୟୂରଭଞ୍ଜ ଜିଲ୍ଲାର ବହଳଦା ବ୍ଲକର ଅସନା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ କରୋନା ପରଠାରୁ ଦୀର୍ଘଦିନ ଧରି ବିଜୁଳି ସଂଯୋଗ ସମସ୍ୟା ଲାଗି ରହିଥିବା ବେଳେ ମୟୂରଭଞ୍ଜ ଜିଲ୍ଲାପାଳଙ୍କ ପ୍ରତ୍ୟକ୍ଷ ହସ୍ତକ୍ଷେପ ପରେ ଏହାର ସମାଧାନ ହୋଇଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବକେୟା ବିଜୁଳି ବିଲ୍ ପରିଶୋଧ କରାଯିବା ପରେ ସ୍ୱାସ୍ଥ୍ୟକେନ୍ଦ୍ରକୁ ପୁନର୍ବାର ନୂତନ ଭାବରେ ସମ୍ପୂର୍ଣ୍ଣ ବିଜୁଳି ସଂଯୋଗ ଯୋଗାଇ ଦିଆଯାଇଛି। ସୂଚନା ଅନୁଯାୟୀ, କରୋନା ମହାମାରୀ ସମୟରୁ ଏହି ସ୍ୱାସ୍ଥ୍ୟକେନ୍ଦ୍ରର ବିଜୁଳି ବିଲ୍ […]
Read More Text.