ପୂର୍ଣ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ
ବାରିପଦା : ମୟୁରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ ଅନ୍ତର୍ଗତ ଯଦୁନାଥପୁର ସ୍ଥିତ ପୂର୍ଣ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ବନମହୋତ୍ସବ ପାଳନ ଅବସରରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଓ ଛାତ୍ରଛାତ୍ରୀଙ୍କ ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ବିଶିଷ୍ଟ ଆଧ୍ୟାତ୍ମିକ ସାଧକ, ମାନବବାଦୀ ଉପାସକ ତଥା ସୁନାମଧନ୍ୟ ଲେଖକ ଡଃ ଚନ୍ଦ୍ରଭାନୁ ଶତପଥୀଙ୍କ ପ୍ରେରଣାକୁ ପାଥେୟ କରି ଉପରୋକ୍ତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା I ଡଃ ଶତପଥୀଙ୍କ ଦ୍ବାରା ନବାକ୍ଷରୀ ଛନ୍ଦରେ ରଚିତ “ଶ୍ରୀଗୁରୁ ଭାଗବତ” କାବ୍ୟ ଗ୍ରନ୍ଥର […]
Read More Text.