College election

ଏ ବର୍ଷ ହେବ କଲେଜ ଇଲେକ୍ସନ୍ !

ଭୁବନଶ୍ବର: କିଛି ବର୍ଷର ଅନିଶ୍ଚିତତା ଏବଂ ଛାତ୍ର ଅଶାନ୍ତି ପରେ ଏବେ ଶେଷରେ ଛାତ୍ର ନିର୍ବାଚନ ହେବାକୁ ଯାଉଛି । ଓଡ଼ିଶାର କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ଧରି ପଡ଼ି ରହିଥିବା ଛାତ୍ର ସଂଘ ନିର୍ବାଚନ ଏହି ବର୍ଷ ହୋଇପାରେ। ଏନେଇ ବଡ ସୂଚନା ନେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଆଜି ଏନେଇ କିଛି ସଙ୍କେତ ଦେଇ ମନ୍ତ୍ରୀ କହିଛନ୍ତି, ଆଗାମୀ ଦଶହରା ଛୁଟି ପରେ ନିର୍ବାଚନ ଅନୁଷ୍ଠିତ ହୋଇପାରେ। ସରକାର ଚଳିତ […]

Read More Text.
Kidnap

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

କେନ୍ଦ୍ରାପଡ଼ା: ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ । କୋଲକାତାରେ ବିବାହ କରେଇବାକୁ କହି ଅପହରଣ କରିଥିଲା ଅଭିଯୁକ୍ତ । କେନ୍ଦ୍ରାପଡ଼ା ଜିଲ୍ଲା ଜମ୍ବୁ ସାମୁଦ୍ରିକ ଥାନା ଅନର୍ଗତ ବାଉଳକାଣୀ ପଞ୍ଚାୟତ ଆମ୍ବବେଲାରୀ ଗାଁରେ ଘଟିଛି ଏଭଳି ଚାଞ୍ଚଲ୍ୟକର ଘଟଣା । ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ସେହି ଗାଁର ବିଧାନ ମଣ୍ଡଳ ନାମକ ଜଣେ ବ୍ୟକ୍ତି ଅପହରଣ କରିନେଇଥିବା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ ନାବାଳିକା ଛାତ୍ରୀ ଜଣକ ତାଙ୍କ ମାମୁଁଙ୍କ ଘରେ ରହୁଥିବା ବେଳେ […]

Read More Text.
Rs

ଇଡ଼ିର ବୟାନ ବୃଦ୍ଧି କଲା ରାହୁଲ ଓ ସୋନିଆଙ୍କ ସମସ୍ୟା

ନୂଆଦିଲ୍ଲୀ: ନୂଆଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟରେ ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାର ଶୁଣାଣି ଚାଲିଛି। କୋର୍ଟରେ ଶୁଣାଣି ସମୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ( ଇଡି) ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ପାଇଁ ସମସ୍ୟା ସୃଷ୍ଟି କରିଥିବା ଜଣାପଡ଼ିଛି। ବୁଧବାର ଦିନ କୋର୍ଟରେ ସ୍ୱତନ୍ତ୍ର ବିଚାରପତି ବିଶାଲ ଗୋଗନେଙ୍କ ସମ୍ମୁଖରେ ଇଡି କହିଛି ଯେ ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟ କଂଗ୍ରେସ ନେତାଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲା ହୋଇଛି । […]

Read More Text.
Election

ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ବର: ଚଳିତ ବର୍ଷ ଜୁନ୍ ୨୩ ତାରିଖରେ ପଞ୍ଚାୟତ ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଅନୁଯାୟୀ, ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ । ଏଥିପାଇଁ ଆସନ୍ତାକାଲି ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ ୱାର୍ଡରେ ଉପନିର୍ବାଚନ ପାଇଁ ନୋଟିସ୍ ଜାରି ହେବ । ଜୁନ୍ ୨୬, ୨୮,୨୯ , ୩୦ ଓ ୩୧ ତାରିଖ ଦିନ ୧୧ଟାରୁ ଅପରାହ୍ନ […]

Read More Text.
Were

ଅଜଣା ଗାଡ଼ି ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ

ରାୟଗଡ଼ା: ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ । ରାୟଗଡ଼ା ଜିଲ୍ଲା ଗୁମୁଡ଼ା ଫାଣ୍ଡି ବଂଶଧାରା ନଦୀପୋଲ ଉପରେ ଦୁର୍ଘଟଣା ଘଟିଛି । ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ୩ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ କଇଠ ପଦରର ଗ୍ରାମର ବୁଲୁ ଶବର, ସୁବ୍ରତ ଶବର । ଏବଂ ଅନ୍ୟ ଜଣେ ଜଗନ୍ନାଥପୁର ଗାଁର ବାଳକୃଷ୍ଣ ଆରକା । ୩ ଜଣ ବାଇକରେ ଠାକୁରାଣୀ ଯାତ୍ରା ଦେଖିବାକୁ ଗଲାବେଳେ ଦୁର୍ଘଟଣା ଘଟିଥିଲା । ପୋଲିସ […]

Read More Text.
Mao 4

୫ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି : ୫ ହାର୍ଡକୋର ମାଓବାଦୀ ଗିରଫ । ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାର ଲାହେରୀ ଥାନା ବିଣାଗୁଣ୍ଡା ଜଙ୍ଗଲରୁ ୫ଜଣଙ୍କୁ ଗିରଫ କରିଛନ୍ତି ସୁରକ୍ଷା କର୍ମୀ ।  ଗିରଫଙ୍କ ମଧ୍ୟରେ ଜଣେ DVCM , ଜଣେ ACM ଏବଂ ତିନି ଜଣ ପ୍ଲାଟୁନ ସଦସ୍ୟ ରହିଛନ୍ତି । ଗିରଫ ୫ ଜଣଙ୍କ ନାଁରେ ୩୬ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ ମହାରାଷ୍ଟ୍ର ସରକାର ।  ଗିରଫ ମାଓବାଦୀଙ୍କ ନିକଟରୁ ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି […]

Read More Text.
Screenshot 2025 05 21 003501

ବିଲ୍ଡରଙ୍କ ଠାରୁ ଲାଞ୍ଚ ନେଇ ୨ ପୋଲିସ ନିଲମ୍ବିତ

ସମ୍ବଲପୁର:ଜଣେ ନିର୍ମାଣକାରୀଙ୍କଠାରୁ ଲାଞ୍ଚ ନେବା ଅଭିଯୋଗରେ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶରେ ଦୁଇ ପୋଲିସ ଅଧିକାରୀଙ୍କୁ ନିଲମ୍ବିତ ହୋଇଛନ୍ତି । ମଙ୍ଗଳବାର  ସମ୍ବଲପୁର ଟାଉନଥାନାର ପୂର୍ବତନ ଥାନା ଅଧିକାରୀ ରଞ୍ଜନ ବିଶ୍ବାଳ ଓ ସବ ଇନସ୍ପେକ୍ଟର ଅଭିଷେକ ପ୍ରଧାନ ସସପେଣ୍ଡ ହୋଇଛନ୍ତି । ଜଣେ ବିଲ୍ଡରଙ୍କଠାରୁ ୩୦ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସସପେଣ୍ଡ ହୋଇଛନ୍ତି । ଡିଜିପିଙ୍କ ଆଦେଶ ଅନୁସାରେ, ଏହି ଦୁଇ ପୋଲିସ କର୍ମଚାରୀ ନିଲମ୍ବନ ଅବଧି ମଧ୍ୟରେ ଉତ୍ତରାଞ୍ଚଳ ଆଇଜିପିଙ୍କ ନିକଟରେ ରିପୋର୍ଟ […]

Read More Text.
Img 20250520 wa0240

ଜୟପୁର ଗ୍ରାମରେ ବେଆଇନ ମଦ କାରବାରକୁ ବନ୍ଦ ନେଇ ଗ୍ରାମବାସୀଙ୍କ ଉପଜିଲ୍ଲାପାଳ, ଅବକାରୀ ବିଭାଗ ଏବଂ ଏସଡିପିଓଙ୍କ ଦ୍ଵାରସ୍ଥ 

ବାରିପଦା: ମଦ ମାଫିଆଙ୍କ ଦୌରାତ୍ମ୍ଯ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ।ଯାହାକୁ ନେଇ ଗ୍ରାମବାସୀ ଅତିଷ୍ଠ । ମୟୂରଭଞ୍ଜ ଜିଲ୍ଲାର ବାଦାମ ପାହାଡ଼ ଥାନା ଅଧିନସ୍ଥ ସୁଲାଇପାଟ ଫାଣ୍ଡି  ଅନ୍ତର୍ଗତ କୁସୁମି ବ୍ଳକ ଅନ୍ତର୍ଗତ ଜୟପୁର ଗ୍ରାମରେ କିଛି ବେଆଇନ ମଦ ବିକ୍ରେତା ପୋଲିସ,ଅବକାରୀ ବିଭାଗକୁ ଚାଲେଞ୍ଜ ଟ୍ରିଗର ଭିତରେ ଚୋରା ମଦ କାରବାର କରୁଛନ୍ତି ।ମଦ ପିଇ ଯୁବ ଓ ବୃଦ୍ଧ ଗୋଷ୍ଠୀ ମାତାଲ୍ ହୋଇ ରାସ୍ତାରେ ଅସାମାଜିକ କାର୍ଯ୍ୟ କରୁଛନ୍ତି ।ମା’ର ଫିଟ୍,ଗଣ୍ଡଗୋଳ, […]

Read More Text.
Img 20250520 wa0241

ଯୁବ ପୀଢ଼ିଙ୍କୁ ମଞ୍ଚ ନାଟକ ପ୍ରତି ଆକର୍ଷିତ କରିବା ପାଇଁ ଅଭିନଵ ପ୍ରୟାସ

ବାରିପଦା : ଆଜିର ଯୁବ ପୀଢ଼ି ରିଲ, ୱେବ ସିରିଜ, ଟି ଭି ଓ ସିନେମାରେ ଅଭିନୟ କରି ଅଳ୍ପ ସମୟ ମଧ୍ୟରେ ଲୋକପ୍ରିୟତା ଓ ଟଙ୍କା ଉପାର୍ଜନ କରିବା ପାଇଁ ବ୍ୟତିବ୍ୟସ୍ତ I ମାତ୍ର ଏହା ସତ୍ୟ ଯେ ଥିଏଟରକୁ ଅଭିନୟର ଏନ୍ତୁଡ଼ିଶାଳ ବୋଲି କୁହାଯାଏ I ବିଗତ କିଛି ମାସ ମଧ୍ୟରେ ବାରିପଦାର ସହିଦ ଭବନରେ ଅନେକ ନାଟକ ମଞ୍ଚସ୍ଥ ହୋଇଯାଇଛି I ତନ୍ମଧ୍ୟରୁ ସମ୍ଭାବନା ସାଂସ୍କୃତିକ ପରିଷଦ ପ୍ରଯୋଜିତ ନାଟକ ପାଞ୍ଚାଳୀ ମଧ୍ୟ […]

Read More Text.
Img 20250520 wa0237

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୪ର୍ଥ ଦିନର ଖେଳ (ଟିମ – ସି ୧୦ ଉଇକେଟରେ ବିଜୟୀ)

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନର ଖେଳରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ସି, ଟିମ – ଏ କୁ ୧୦ ଉଇକେଟରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ଟିମ- ଏ ୧୧. ୩ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୩୯ ରନ ସଂଗ୍ରହ କରିଥିଲେ I ଗମ୍ଭୀର […]

Read More Text.