୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଚାରି ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କରିଛନ୍ତି । ଏଥିରେ ପୂର୍ବତନ କୂଟନୀତିଜ୍ଞ ହର୍ଷ ଶ୍ରୀଙ୍ଗଲା, ବରିଷ୍ଠ ଓକିଲ ଉଜ୍ଜ୍ୱଳ ନିକମ, ଐତିହାସିକ ମୀନାକ୍ଷୀ ଜୈନ ଏବଂ ସମାଜସେବୀ ସଦାନନ୍ଦନ ମାଷ୍ଟର ପ୍ରମୁଖ ରହିଛନ୍ତି |ଉଲ୍ଲେଖ ଥାଉ କି ହର୍ଷ ଶ୍ରୀଙ୍ଗଲା ଭାରତର ପୂର୍ବତନ ବୈଦେଶିକ ସଚିବ ରହିସାରିଛନ୍ତି ଏବଂ ଆମେରିକାରେ ଭାରତର ରାଷ୍ଟ୍ରଦୂତ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି। ତାଙ୍କୁ କୂଟନୀତି ଏବଂ ରଣନୈତିକ ବ୍ୟାପାରରେ ଜଣେ […]
Read More Text.