Gry2gpqbaaipooj

ଯୁକ୍ତ ୨ ଫଳ ପ୍ରକାଶନରେ ବିଳମ୍ବ: ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସରକାର ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଜୁନ ୧ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି କରିଛନ୍ତି। ଫଳରେ ଆଜି ଶେଷ ହେଉଥିବା ଆବେଦନ ଅବଧି ଜୁନ ୧ ପର୍ଯ୍ୟନ୍ତ ବଢ଼ିଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି ଯେ, ଯେଉଁମାନେ ସିଏଏଫ୍‌ରେ ଆବେଦନ କରିଛନ୍ତି, ସେମାନେ ମାର୍କସିଟ୍‌ ଅପଲୋଡ କରିପାରିବେ। ପ୍ରଥମ, ଦ୍ବିତୀୟ ଓ ତୃତୀୟ ‌ସିଲେକ୍‌ସନ […]

Read More Text.

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଯୁକ୍ତ ୨ ପରୀକ୍ଷା-୨୦୨୫ ଫଳ ବୁଧବାର ପ୍ରକାଶ ପାଇବ। ଏହି ଫଳ ବୁଧବାର ଅପରାହ୍‌ଣ ୪ଟାରେ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗଣମାଧ୍ୟମକୁ ସୂଚନା ପ୍ରଦାନ କରାଯାଇଛି। ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି ଯେ, ଏକକାଳୀନ କଳା, ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ-୨୦୨୫ ପ୍ରକାଶ ପାଇବ। ଏଥି ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଯୁକ୍ତ ୨ ପରୀକ୍ଷା ପ୍ରକାଶନ ନେଇ ସିଏଚ୍‌ଏସ୍‌ଇ ପକ୍ଷରୁ […]

Read More Text.
Img 20250519 wa0184

ସ୍ବେଛାସେବୀ ଅନୁଷ୍ଠାନ ତରଫରୁ ଯକ୍ଷ୍ମା ରୋଗୀଙ୍କୁ ମାଗଣାରେ ଖାଦ୍ୟ ପୁଡିଆ ବଣ୍ଟନ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର କୁସୁମି ବ୍ଳକ ଅନ୍ତର୍ଗତ ବାଦାମପାହାଡ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର ରେ ଯକ୍ଷ୍ମା ରୋଗୀଙ୍କ ପାଇଁ ପୁଷ୍ଟିକର ଖାଦ୍ୟ ପୁଡିଆ ବଣ୍ଟନ କାର୍ଯକ୍ରମ ର ଆୟୋଜନ କରାଯାଇଥିଲା । ଏହି କାର୍ଯକ୍ରମ ଭୁବନେଶ୍ୱର ର କଳିଙ୍ଗ ନେଟୱର୍କ ଫର୍ ପିପଲ ଲିଭିଂ ୱିଥ ଏଚ ଆଇ ଭି ଏଡ଼ସ ନାମକ ଏକ ସଂସ୍ଥା ୨୧ ଜଣ ଯକ୍ଷ୍ମା ରୋଗୀଙ୍କୁ ପୁଷ୍ଟିକର ଖାଦ୍ୟ ପୁଡିଆ ବଣ୍ଟନ କରିଥିଲେ । ଏହି ସଂସ୍ଥା ୨୧ ଜଣ ଯକ୍ଷ୍ମା […]

Read More Text.
Img 20250519 wa0191

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୩ୟ ଦିନର ଖେଳ (ଟିମ- ସି ବିଜୟୀ)

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ଖେଳରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ସି, ଟିମ – ଇ କୁ ୧୧ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ଟିମ- ସି ୧୯. ୫ ଓଭରରେ ସମସ୍ତ ଉଇକେଟ ହରାଇ ୯୬ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ […]

Read More Text.
Jatia

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟରରେ ‘ପରାକ୍ରମ ଶୋଭାଯାତ୍ରା’ ଆୟୋଜିତ

ବାରିପଦା – ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଜାତୀୟ ସେବା ଯୋଜନା ବ୍ୟୁରୋ ଏବଂ ସେବା ଯୋଜନାର ସ୍ନାତକୋତ୍ତର ଶାଖା ଆନୁକୁଲ୍ୟରେ ଅପରେସନ ସିନ୍ଦୂରର ସଫଳତା ଅବସରରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ବାରିପଦା ବିଧାୟକ ଶ୍ରୀଯୁକ୍ତ ପ୍ରକାଶ ସୋରେନ ଏବଂ କୁଳପତି ପ୍ରଫେସର ତ୍ରିପାଠୀ ପତାକା ଦେଖାଇ ଶୋଭାଯାତ୍ରାକୁ ଉଦଘାଟନ କରିଥିଲେ। ଏହି ଶୋଭାଯାତ୍ରାରେ ପ୍ରାୟ ତିନିଶହ ମିଟର […]

Read More Text.
Img 20250519 wa0182

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଭାରତୀୟ ଜ୍ଞାନ ପ୍ରଣାଳୀ ଉପରେ ଶିକ୍ଷକ ବିକାଶ କାର୍ଯ୍ୟକ୍ରମ

ବାରିପଦା  : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ “ଭାରତକୁ ବୁଝିବା: ଭାରତୀୟ ନୀତି ଏବଂ ଜ୍ଞାନ ପ୍ରଣାଳୀ” ଶୀର୍ଷକ ଏକ ଗୁଣାତ୍ମକ ଶିକ୍ଷକ ବିକାଶ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ପ୍ରାୟୋଜିତ  ବିଶ୍ୱବିଦ୍ୟାଳୟ ମାନବ ସମ୍ବଳ ବିକାଶ କେନ୍ଦ୍ର ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବରେ ପୃଷ୍ଠପୋଷକ ରୂପେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଯୋଗଦେଇ ନିଜ ବକ୍ତବ୍ୟରେ କହିଥିଲେ ଯେ ଭାରତର […]

Read More Text.

ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ କୁ ଆଜୀବନ (ମୃତ୍ୟୁ ପର୍ଯ୍ୟନ୍ତ) ସଶ୍ରମ କାରାଦଣ୍ଡ ସମେତ ଜୋରିମାନା

ବାରିପଦା : ଜନୈକା ବାର ବର୍ଷ ରୁ କମ ବୟସର ନାବାଳିକା କୁ ଦୁଷ୍କର୍ମ କରିଥିବା ଅଭିଯୋଗ ସଂକ୍ରାନ୍ତ ଏକ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ଯଶିପୁର ଥାନା ଅନ୍ତର୍ଗତ କୁମାରପାଣ୍ଡୁଗାଣ୍ଡି ଗ୍ରାମର ହେମେନ୍ଦ୍ର ନାଏକ ଏଲିଏସ ଡ଼ମ ନାଏକ (30) କୁ ଦଫା 6 ଅଫ ଦା ପୋକ୍ସ ଆକ୍ଟ-2012 […]

Read More Text.
Bhartuhar

ସଂସଦ ରତ୍ନ ଭର୍ତ୍ତୃହରିଙ୍କୁ ଶୁଭେଚ୍ଛା

ଆଗରପଡ଼ା :ଆଗରପଡ଼ା ବାସିନ୍ଦା ତଥା କଟକ ସାଂସଦ ଭର୍ତ୍ତୃହରି ମହତାବ ୫ମ ଥର ପାଇଁ ମର୍ଯ୍ୟାଦାଜନକ ସଂସଦ ରତ୍ନ ସମ୍ମାନ ପାଇବାକୁ ମନୋନୀତ ହୋଇଥିବାର ଜଣାପଡ଼ିଛି । ଏହି ଖବର ପ୍ରସାରିତ ହେବା ପରେ ଆଗରପଡ଼ା ଅଞ୍ଚଚଳବାସୀମାନଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିଛି । ହାଇକୋର୍ଟ ଆଇନଜୀବୀ ମନୋଜ ରାୟ, ସୁପ୍ରିମକୋର୍ଟ ଆଇନଜୀବୀ ଜଗତମୋହନ ସିଂହ, ସାମ୍ବାଦିକ ଅକ୍ଷୟ ସିଂହ, କଳିଙ୍ଗ କଂପ୍ୟୁଟର୍ସ ନିର୍ଦ୍ଦେଶକ ତଥା ସାମ୍ବାଦିକ ବିନୋଦ ଧଳସାମନ୍ତ, ଡାକ୍ତର ପଦ୍ମଲୋଚନ ଶତପଥୀ, ବରିଷ୍ଠ ନାଗରିକ […]

Read More Text.
Photo for the news of gochalan

ଗୋ’ ଚାଲାଣକାରୀ ଅଟକ

ଆଗରପଡ଼ା :କିଛି ଗୋରୁ ସହ ଚାଲାଣକାରୀଙ୍କୁ ପୋଲିସର ଜିମା ଦେଲେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର କର୍ମକର୍ତ୍ତା ଏବଂ ସ୍ଥାନୀୟ ଲୋକେ । ବନ୍ତ ଥାନା ଧନିଓଝା ନିକଟରେ ଗୋଚାଲାଣକାରୀ ମାନେ ଗୋରୁ ଗୁଡ଼ିକୁ ନିକଟସ୍ଥ ଏକ ଗାଁରୁ ଆଣି ରାସ୍ତାରେ ଚାଲାଣ ଉଦ୍ଦେଶ୍ୟରେ ଚଲାଇ ଚଲାଇ ନେଇ ବନ୍ତ ଆଡ଼କୁ ଆସୁଥିବା ସମୟରେ ସ୍ଥାନୀୟ ଲୋକେ ଏବଂ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର କର୍ମକର୍ତ୍ତା ମାନେ ଏକତ୍ରିତ ହୋଇ ଗୋରୁ ଗୁଡ଼ିକୁ ଗୋଟିଏ ସ୍ଥାନରେ ରଖିବା […]

Read More Text.
Cow

ବିଦ୍ୟୁତ୍ ଆଘାତରେ ୩ ଗୋରୁ ମୃତ

ଆଗରପଡ଼ା :ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୩ଗୋରୁଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ବନ୍ତ ଥାନା ନିକଟସ୍ଥ ବନ୍ତ ଆଂଚଳିକ ମହାବିଦ୍ୟାଳୟ ପଛପାଖ ବିଲରେ ୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏହି ଗୋରୁ ଗୁଡ଼ିକ ପ୍ରାଣ ହରାଇଥିବା ଜଣାଯାଇଛି । ଗତ ୨ଦିନ ପୂର୍ବେ ବର୍ଷା ଓ ପବନ ପ୍ରଭାବରେ ବିଲରେ ଥିବା ବିଦ୍ୟୁତ୍ ଖୁଣ୍ଟିର ତାର ତଳକୁ ଝୁଲି ରହିଥିଲା ବେଳେ ତାର ସଂସ୍ପର୍ଶରେ ଆସିଥିଲେ ଗୋରୁ । ଫଳରେ ଗୋରୁ ଗୁଡ଼ିକର ଘଟଣାସ୍ଥଳରେ […]

Read More Text.