ଆଉ ନିର୍ବାଚନ ଲଢ଼ିବିନି, ଯୁବ ପିଢ଼ିକୁ ବାଟ ଛାଡ଼ିବି: ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ
ସମ୍ବଲପୁର : ସମ୍ବଲପୁରରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମ । ରୋଜଗାର ମେଳାରେ ଯୋଗ ଦେବା ପାଇଁ ପହଞ୍ଚିଛନ୍ତି ଜୁଏଲ ଓରାମ । ଏହି ଅବସରରେ ଜୁଏଲ କହିଥିଲେ ମୁଁ ଆଉ ନିର୍ବାଚନ ଲଢ଼ିବି ନାହିଁ । ଯୁବ ପିଢ଼ିକୁ ବାଟ ଛାଡ଼ିବି । ସୂଚନା ଅନୁସାରେ ନିଜ ରାଜନୈତିକ କ୍ୟାରିୟରରେ ଜୁଏଲ୍ ୧୦ ଥର ନିର୍ବାଚନ ଲଢ଼ିଛନ୍ତି । ସେ ୮ ଥର ଏମପି ଏବଂ ୨ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ଗତ […]
Read More Text.