ବାରିପଦାରେ ଜିଲ୍ଲାସ୍ତରୀୟ ୭୭ତମ ଗଣତନ୍ତ୍ର ଦିବସ ପାଳିତ
ଗଣତନ୍ତ୍ର ଲୋକ ମାନଙ୍କୁ ସେବା ମାଧ୍ୟମରେ ଅଧିକାର ସାବ୍ୟସ୍ତ କରିବାକୁ ସୁଯୋଗ ଦେଉଛି: ଜିଲ୍ଲାପାଳ ବାରିପଦା : ମୟୂରଭଞ୍ଜ ସଦର ମହକୁମା ବାରିପଦା ଠାରେ ମହାସମାରୋହରେ ପାଳିତ ହୋଇଯାଇଛି ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ସମ୍ମାନନୀୟ ଜିଲ୍ଲାପାଳ ତଥା ଜିଲ୍ଲା ଦଣ୍ଡାଧିକାରୀ ଶ୍ରୀ ହେମ କାନ୍ତ ସୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ। ନିର୍ଦ୍ଧାରିତ […]
Read More Text.