୨୨ରେ ସାଇକ୍ଲୋନିକ୍ ସର୍କୁଲେସନ ! ଆରବ ସାଗରରେ ସୃଷ୍ଟି ହେଉଛି ଏକ ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର : ଆରବସାଗରରେ କର୍ଣ୍ଣାଟକ ଉପକୂଳରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ୨୧ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ୨୨ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଘନିଭୂତ ହୋଇ ଉତ୍ତରକୁ ଗତି କରିପାରେ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଏପଟେ ଉତ୍ତର ଭାରତରେ କାଳବୈଶାଖୀ, ପଶ୍ଚିମରେ ଗ୍ରୀଷ୍ମ ତାତି । ଉତ୍ତର ଭାରତରେ କାଳବୈଶାଖୀର ପ୍ରକୋପ ରହିବା […]
Read More Text.