ଷ୍ଟିଲ କମ୍ପାନୀ ଗୁଡିକୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ ହେବା ଓଡିଶାର ଲକ୍ଷ୍ୟ। ଏଥିରେ ଖଣି ଓ […]
Read More Text.