Photo for the news of btpur

କାଗଜ କଲମରେ ସୀମିତ ଉନ୍ନୟନମୂଳକ କାର୍ଯ୍ୟ, ବିଭାଗୀୟ ଅଧିକାରୀଙ୍କ ଅଣଦେଖାକୁ ନେଇ ଚର୍ଚ୍ଚା

ଆଗରପଡ଼ା :ପଂଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ବନ୍ତ ତହସିଲଦାରଙ୍କ ଅଣଦେଖା ତାଙ୍କ କାର୍ଯ୍ୟପନ୍ଥା ଉପରେ ଅଙ୍ଗୁଳନିର୍ଦ୍ଦେଶ କରୁଛି । ଏହିପରି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ବନ୍ତ ବ୍ଳକ ବଡ଼ହାଟ ତ୍ରିଲୋଚନପୁର(ବିଟିପୁର)ପଂଚାୟତରେ । ଗତ ଜୁଲାଇ ମାସରେ ବିଟିପୁର ସରପଂଚ ଓ ପଂଚାୟତବାସୀ ପଂଚାୟତର ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ସରକାରୀ ଜାଗାର ଆବଶ୍ୟକତା ଥିବାରୁ ଉକ୍ତ ଆବଶ୍ୟକତାକୁ ପୂରଣ ନିମନ୍ତେ ପତ୍ର ମାଧ୍ୟମରେ ସ୍ଥାନୀୟ ବିଧାୟକ ସଂଜୀବ ମଲ୍ଲିକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ୭ଟି […]

Read More Text.
Photo for the news of agarpara bikash

ସ୍ୱାଧୀନତାର ୭୭ବର୍ଷ ପରେ ମଧ୍ୟ ଅବହେଳିତ ଆଗରପଡ଼ା

ମନ୍ଥର ବିକାଶକୁ ନେଇ ଅଂଚଳବାସୀଙ୍କ ଅସନ୍ତୋଷ ଆଗରପଡ଼ା :ଉତ୍କଳ କେଶରୀ ଡ଼.ହରେକୃଷ୍ଣ ମହତାବଙ୍କ ପରି ଯୋଗଜନ୍ମା ଜନ୍ମ ଗ୍ରହଣ କରିଥିବା ପବିତ୍ର ସ୍ଥାନ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଆଗରପଡ଼ା ସ୍ୱାଧିନତାର ୭୭ ବର୍ଷପରେ ମଧ୍ୟ ଅନେକ ମୌଳିକ ସମସ୍ୟାରୁ ବର୍ତ୍ତି ପାରି ନାହିଁ । ଲାଗି ରହିଥିବା ସମସ୍ୟାକୁ ଦୂର କରିବା ପାଇଁ କାହାରି ଆନ୍ତରୀକତା ଥିବା ପରି ମନେ ହେଉ ନାହିଁ । ଶିକ୍ଷା,ସ୍ୱାସ୍ଥ୍ୟ ଓ ଗମନାଗମନ ପରି ଅତି ଗୁରୁତ୍ୱପୂର୍ଣ୍ଣ ସେବା ଗୁଡ଼ିକ […]

Read More Text.
Photo1 for the news of bonth block

ପ୍ରତିଷ୍ଠାକୁ ୬୪ ବର୍ଷ, ବଦଳୁନି ବନ୍ତ ବ୍ଲକର ଭାଗ୍ୟ

ଆଗରପଡ଼ା : ବିଭିନ୍ନ ଦୃଷ୍ଟି କୋଣରୁ ଭଦ୍ରକ ଜିଲ୍ଲାର ୭ଗୋଟି ବ୍ଲକ ମଧ୍ୟରୁ ବନ୍ତ ବ୍ଳକ ଅନ୍ୟତମ । ୧୯୬୧ ମସିହାରେ ପ୍ରତିଷ୍ଠିତ ଉକ୍ତ ବ୍ଲକ୨୦୬ ଗୋଟି ରାଜସ୍ୱ ଗ୍ରାମ ଓ ୨୫ଟି ପଂଚାୟତର ଏକ ଲକ୍ଷ ୭୫ ହଜାର ୬୩ ରୁ ଅଧିକ ଜନସଂଖ୍ୟା କୁ ନେଇ ଗଠିତ । ବ୍ଳକ ପ୍ରତିଷ୍ଠାକୁ ଇତି ମଧ୍ୟରେ ୬୪ବର୍ଷ ପୂରିଯାଇଥିଲେ ସୁଦ୍ଧା ଉକ୍ତ ବ୍ଲକକୁ ଆଜିବି ବିକାଶ ଛୁଇଁ ପାରିନାହିଁ । ବ୍ଲକ ବାସୀ ସେମାନଙ୍କ ମୌଳିକ […]

Read More Text.
Dgmo

୧୦୦ରୁ ଅଧିକ ଆତଙ୍କବାଦୀ ନିପାତ ହୋଇଛନ୍ତି : ଭାରତୀୟ ସେନା

ନୂଆଦିଲ୍ଲୀ : ଆତଙ୍କବାଦ ବିରୋଧରେ ଥିଲା ଅପରେସନ ସିନ୍ଦୂର ଓ ତାହା ୧୦୦ ପ୍ରତିଶତ ସଫଳ ହୋଇଛି । ଏଥିରେ ୧୦୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଛନ୍ତି ବୋଲି ଭାରତୀୟ ସେନା କହିଛି । ରବିବାର ଭାରତର ତିନି ସେନା ଦ୍ୱାରା ଅପରେସନ ସିନ୍ଦୂର ଉପରେ ଏକ ପ୍ରେସ ବ୍ରିଫିଂ କରାଯାଇଥିଲା। ଭାରତୀୟ ସେନାର ଡିଜିଏମଓ ଲେଫ୍ଟନାଣ୍ଟ ଜେନେରାଲ ରାଜୀବ ଘାଇ ଅପରେସନ ସିନ୍ଦୂର ବିଷୟରେ କହିଛନ୍ତି, “୨୨ ଏପ୍ରିଲରେ ପହଲଗାମରେ ୨୬ ଜଣ ନିର୍ଦ୍ଦୋଷ ଲୋକଙ୍କୁ […]

Read More Text.
Ramakrushna

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ

ପୁରୀ : ଦିଘା ଜଗନ୍ନାଥ ମନ୍ଦିର ବିବାଦରେ ଜଡ଼ିତ ହୋଇ ପଡ଼ିଥିବା ବରିଷ୍ଠ ଦଇତାପତି ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ ହୋଇଛନ୍ତି । ବଳକା ଦାରୁରେ ଦିଘା ମନ୍ଦିର ଜଗନ୍ନାଥ ବିଗ୍ରହ ନିର୍ମାଣ ନେଇ ଦ୍ବନ୍ଦ୍ବାତ୍ମକ ଏବଂ ବିବାଦୀୟ ବୟାନ ଦେଇ ଥିବା ରାମକୃଷ୍ଣଙ୍କୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ କୈଫିୟତ ମଗା ଯାଇଥିଲା । ଆଜି ତାଙ୍କୁ ୩୦ ଦିନ ପାଇଁ ନିଲମ୍ବିତ କରାଯାଇଥିବା ସୂଚନା ଦିଆଯାଇଛି । ସେ ୩୦ ଦିନ ଯାଏ ଶ୍ରୀମନ୍ଦିରରେ ପ୍ରବେଶ କରି […]

Read More Text.
Pmm

କାହାର ମଧ୍ୟସ୍ଥତା ଦରକାର କରୁନି ଭାରତ, ଆତଙ୍କବାଦୀଙ୍କୁ ହସ୍ତାନ୍ତର କଲେ ଆଲୋଚନା ହେବ: ମୋଦୀ

କାଶ୍ମୀର ପ୍ରସଙ୍ଗରେ ଭାରତ କୌଣସି ବାହ୍ୟ ରାଷ୍ଟ୍ରର ମଧ୍ୟସ୍ଥତା ଦରକାର କରୁନି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ଅପରେସନ ‘ସିନ୍ଦୂର’ରେ ପାକିସ୍ତାନ ଉପରେ ଭାରତର ପ୍ରଚଣ୍ଡ ଆକ୍ରମଣ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟସ୍ଥତା କରିବାକୁ ପ୍ରସ୍ତାବ ଦେବା ସହିତ ଅସ୍ତ୍ରବିରତି ପାଇଁ ଅନୁରୋଧ କରିଥିଲେ। ପରେ ପାକିସ୍ତାନ ଅସ୍ତ୍ରବିରତି ପାଇଁ ଭାରତ ସହିତ କଥା ହେବାରୁ ଶନିବାର ରାତିରେ ଅପରେସନ ‘ସିନ୍ଦୂର’କୁ ସାମୟିକ ସ୍ଥଗିତ ରଖାଯାଇଛି। କିନ୍ତୁ ତାହା ବନ୍ଦ […]

Read More Text.
Awer

ଜମ୍ମୁରୁ ସୁରକ୍ଷିତ ଫେରିଲେ ପୁରୀର ତେଜସ୍ବିନୀ ମହାପାତ୍ର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପରିବାର ଲୋକେ

ପୁରୀ : ଜମ୍ମୁରୁ ସୁରକ୍ଷିତ ଫେରିଛନ୍ତି ପୁରୀ ସୁଜାତା ନଗରର ତେଜସ୍ବିନୀ ମହାପାତ୍ର । ଭଲୱାଲ ଜିଲ୍ଲାରେ ବିଇଡି ପଢୁଥିଲେ । ଭାରତ – ପାକିସ୍ତାନ ଉତ୍ତେଜନା ଖବର ପରିବାର ଲୋକଙ୍କୁ ବିଚଳିତ କରିଥିଲା l ତେବେ ସେଠାରେ ଥିବା ଛାତ୍ରଛାତ୍ରୀଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ସୁରକ୍ଷିତ ଭାବେ ଫେରାଇ ଆଣିଥିଲେ ସରକାର । ଘରକୁ ଫେରିବା ପରେ ଜମ୍ମୁର କିପରି ଜୀବନ କଟିଥିଲା ତାହା ବଖାଣିଛନ୍ତି l ସେପଟେ ଝିଅ ସୁରକ୍ଷିତ ଭାବେ ଘରେ ପହଞ୍ଚିଥିବା କେନ୍ଦ୍ର […]

Read More Text.
M7jnvcuicy9rqrxkqbj0

ଜମ୍ମୁ ଓ କଶ୍ମୀରର ୨୦ଟି ସ୍ଥାନରେ ପୁଲିସର ଚଢଉ

ଶ୍ରୀନଗର : ଜମ୍ମୁ-କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଆତଙ୍କବାଦୀ ଏବଂ ସେମାନଙ୍କ ସମର୍ଥକଙ୍କ ବିରୋଧରେ ସୁରକ୍ଷା ବାହିନୀର ଅଭିଯାନ ତୀବ୍ର ହୋଇଛି। ଏହି ସମୟରେ, ରାଜ୍ୟ ପୁଲିସର ତଦନ୍ତକାରୀ ସଂସ୍ଥାକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ କାଶ୍ମୀରରେ ୨୦ଟି ସ୍ଥାନରେ ଚଢାଉ କରି ପୁଲିସ ଏକ ଆତଙ୍କୀ ସ୍ଲିପର ସେଲ୍ ମଡ୍ୟୁଲ୍‌ର ପର୍ଦ୍ଦାଫାଶ କରିଛି। ଚଢଉ ସମୟରେ, ବହୁ ପରିମାଣର ଆପତ୍ତିଜନକ ଜିନିଷ ଉଦ୍ଧାର କରାଯାଇଥିଲା। ଏହା ସହିତ, କିଛି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ […]

Read More Text.
Kaptipada

ବିଲରୁ ନବଜାତକ ମୃତଦେହ ଉଦ୍ଧାର, ପୋଲିସ ତଦନ୍ତ ଆରମ୍ଭ

ଉଦଳା :  ବିଲରେ ପଡିଛି ନବଜାତକ ମୃତଦେହ ।  ଏକ ପଲିଥିନ ଭିତରେ ପୁରାଇ କେହି ନବଜାତକକୁ ଫୋପାଡ଼ି ଦେଇଛି । ଏଭଳି ଘଟଣା ଘଟିଛି କପ୍ତିପଦା ଥାନା କୁଆଗୋଠଣା ଗ୍ରାମରେ । କୁଆଗୋଠଣା ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଥିବା ଵିଲରେ ଏକ ପଲିଥିନ ଭିତରେ ନବଜାତକ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ତେବେ ମୃତଦେହ ମିଳିଥିବା ନବଜାତକର ବୟସ ୩ ରୁ ୪ ମାସ ହେବ ବୋଲି ଅନୁମାନ କରାଯାଉଛି । ଖବର […]

Read More Text.
Jairam

ଅପରେସନ ସିନ୍ଦୂରରୁ ଆମେ କ’ଣ ପାଇଲୁ…’: ଜୟରାମ ରମେଶ

ନୂଆଦିଲ୍ଲୀ: ଜୟରାମ ରମେଶ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ଅନେକ ପ୍ରଶ୍ନ ପଚାରିଛନ୍ତି। ସେ ପଚାରିଛନ୍ତି ନୂଆଦିଲ୍ଲୀ କ’ଣ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତୃତୀୟ ପକ୍ଷ ହସ୍ତକ୍ଷେପ ପାଇଁ ଦ୍ୱାର ଖୋଲି ଦେଇଛି?’ ପାକିସ୍ତାନ ସହିତ କୂଟନୈତିକ ଚ୍ୟାନେଲ ଖୋଲାଯାଇଛି କି? ସେ ଲେଖିଛନ୍ତି, ଭାରତୀୟ ଜାତୀୟ କଂଗ୍ରେସ ପୁଣିଥରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଡକାଯାଉ ବୋଲି ଦାବି କରୁଛି। ସେ ଭାରତ-ପାକିସ୍ତାନ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ପାଇଁ […]

Read More Text.