ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ, କୋଣ ଗୁଜ ଅନୁକୂଳ କରିବେ ରୂପକାର ସେବକ
ପୁରୀ : ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀନୃସିଂହ ଦେବଙ୍କ ଜନ୍ମ ବିଧି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ନେଇ ପୂଜାପଣ୍ଡା ସେବାୟତମାନେ ଚକ୍ରତୀର୍ଥ ରୋଡ ସ୍ଥିତ ଚକ୍ରନାରାୟଣଙ୍କୁ ପ୍ରଦାନ କରିବେ । ସନ୍ଧ୍ୟାଧୂପ ସରିବା ପରେ ପ୍ରଭୁ ନୃସିଂହ ଦେବ ରତ୍ନସିଂହାସନରେ ବିଜେ କରିବେ । ଏହାପରେ ଶ୍ରୀନୃସିଂହଙ୍କ ମନ୍ଦିରରେ ପତିମହାପାତ୍ରଙ୍କ ଦ୍ଵାରା ସ୍ବତନ୍ତ୍ର ପୂଜା ଅନୁଷ୍ଠିତ ହେବ । ଏପଟେ ଆଜି ରଥ ପାଇଁ ଅନୁକୂଳ ହେବ […]
Read More Text.