ଦଲାଇଲାମାଙ୍କ ଉତ୍ତରାଧିକାରୀ ବାଛିବାର ଅଧିକାର ତାଙ୍କ ନିଜର: ଭାରତ
ନୂଆଦିଲ୍ଲୀ: ନିର୍ବାସିତ ତିବ୍ବତୀୟ ଆଧ୍ୟାତ୍ମିକ ନେତା ଦଲାଇଲାମାଙ୍କ ଉତ୍ତରାଧିକାରୀ ଚୟନକୁ ନେଇ ଦ୍ବନ୍ଦ୍ବ ଉପୁଜିଥିବା ବେଳେ ଗୁରୁବାର ଦିନ ଭାରତ ଚୀନର ଦାବି ଉପରେ ଏକ ଦୃଢ଼ ଆପତ୍ତି ଉଠାଇଛି। ଭାରତ କହିଛି ଯେ ଦଲାଇଲାମାଙ୍କ ଉତ୍ତରାଧିକାରୀ କିଏ ହେବ; ତା’ର ନିଷ୍ପତ୍ତି କେବଳ ତାଙ୍କ ନିଜସ୍ବ। ଏକ ବିବୃତିରେ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି, “ଦଲାଇ ଲାମାଙ୍କ ପଦବୀ କେବଳ ତିବ୍ଦତୀୟମାନଙ୍କ ପାଇଁ ନୁହେଁ ବରଂ ବିଶ୍ୱରେ ଥିବା ତାଙ୍କର ସମସ୍ତ […]
Read More Text.