F3i1gqdk indian army 625x300 07 may 25

ଏଲଓସିରେ ପ୍ରବଳ ଗୁଳିବର୍ଷା, ୧୪ଟି ଟେରିଟୋରିଆଲ ଆର୍ମୀଙ୍କୁ ସକ୍ରିୟ କଲା ଭାରତ

ନୂଆଦିଲ୍ଲୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଉତ୍ତେଜନା ମଧ୍ୟରେ ଭାରତୀୟ ସେନା ପାକିସ୍ତାନର ମିସାଇଲ ଓ ଡ୍ରୋନ ଆକ୍ରମଣକୁ ବିଫଳ କରିଛି। ଏହା ସହିତ ଭାରତ ନିଜର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ପାଇଁ ୧୪ଟି ଇନ୍ଫାଣ୍ଟ୍ରୀ ବାଟାଲିୟନ ଏବଂ ଟେରିଟୋରିଆଲ ଆର୍ମୀକୁ ସକ୍ରିୟ କରିଛି। ଏହି ଘଟଣା ଏପ୍ରିଲ ୨୨, ୨୦୨୫ରେ ଜାମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ପରେ ଆରମ୍ଭ ହୋଇଥିବା […]

Read More Text.
0xnfb3fqdklzob5sra5q

ପାକିସ୍ତାନକୁ ବଡ଼ ଝଟକା: ସିନ୍ଧୁ ଜଳ ଚୁକ୍ତି ମାମଲାରେ ଦୂରେଇ ରହିଲା ବିଶ୍ୱ ବ୍ୟାଙ୍କ

ନୂଆଦିଲ୍ଲୀ: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିଥିଲା। ପାକିସ୍ତାନ ଏହି ମାମଲାରେ ବହୁତ ଖପ୍ପା ହୋଇଥିଲା ଏବଂ ପାକିସ୍ତାନର ଅନେକ ବଡ଼ ନେତା ମଧ୍ୟ ଜଳ ଚୁକ୍ତିନାମା ସମ୍ପର୍କରେ ଧମକ ଦେଇଥିଲେ। ଏହି ସମୟରେ, ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି ଏବଂ ଏଥିରେ ବିଶ୍ୱ ବ୍ୟାଙ୍କର କ’ଣ ଭୂମିକା […]

Read More Text.
1

ଷ୍ଟକବଜାର ଉପରେ ଯୁଦ୍ଧ ପ୍ରଭାବ : ୨ ଦିନରେ ସେନସେକ୍ସ କମିଲା ୧୨୦୦ ପଏଣ୍ଟ

ମୁମ୍ବାଇ : ଭାରତ ପାକିସ୍ତାନ ଉତ୍ତେଜନାର ପ୍ରଭାବର ଷ୍ଟକ ବଜାର ଉପରେ ପଡ଼ିଛି । ଶୁକ୍ରବାର ବିଏସଇ ସେନସେକ୍ସ ଏବଂ ଏନଏସଇ ନିଫଟି ୫୦ ପ୍ରାରମ୍ଭିକ ସେସନରୁ ହିଁ ନିମ୍ନଗାମୀ ଧାରା ଦେଖିଥିଲା। ସନ୍ଧ୍ୟାରେ କାରବାର ବନ୍ଦ ହେବା ବେଳକୁ, ସେନସେକ୍ସ ୮୮୦.୩୪ ପଏଣ୍ଟ ହ୍ରାସ ପାଇ ୭୯,୪୫୪.୪୭ ପଏଣ୍ଟରେ ବନ୍ଦ ହୋଇଥିଲା। ଯେତେବେଳେ ନିଫ୍ଟି ୫୦ ମଧ୍ୟ ୨୬୫.୮୦ ପଏଣ୍ଟ ହ୍ରାସ ପାଇ ୨୪,୦୦୮ ପଏଣ୍ଟରେ ବନ୍ଦ ହୋଇଥିଲା। ଏହା ନିବେଶକମାନଙ୍କୁ ବହୁତ କ୍ଷତି ପହଞ୍ଚାଇଛି। […]

Read More Text.
Zzzzzzzz

ଆତଙ୍କିତ ହୁଅନ୍ତୁ ନାହିଁ, ପ୍ରଚୁର ତୈଳ ମହଜୁଦ୍‍ ଅଛି-ଆଇଓସିଏଲ୍‍

ନୂଆଦିଲ୍ଲୀ  : ଭାରତ ଓ ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଦେଶବାସୀଙ୍କୁ ଆତଙ୍କିତ ନହେବାକୁ ସବୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି । ଦେଶରେ ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି ଲୋକମାନେ ଆତଙ୍କିତ ନହେବାକୁ ଆଇଓସିଏଲ୍‍ ପକ୍ଷରୁ ପରାମର୍ଶ ଦିଆଯାଇଛି । ଦେଶସାରା ଇଣ୍ଡିଆନ ଅଏଲର ପ୍ରଚୁର ଇନ୍ଧନ ମହଜୁଦ ରହିଛି । ଯୋଗାଣ ଲାଇନ ଗୁଡିକ ସୁଗମ ଭାବରେ କାର୍ଯ୍ୟ କରୁଛି । ସମସ୍ତ ଆଉଟଲେଟରେ ଇନ୍ଧନ ଏବଂ ଏଲପିଜି ସହଜରେ ଉପଲବ୍ଧ ରହିଛି […]

Read More Text.

ବଢିଲା ପାରାଦୀପ ବନ୍ଦର ସୁରକ୍ଷା, କେନ୍ଦ୍ରାପଡା ଓ ହୀରାକୁଦରେ ବି କଟକଣା

ଭୁବନେଶ୍ବର : ସମ୍ବଲପୁର ହୀରାକୁଦରେ ବଢିଲା ସୁରକ୍ଷା ବ୍ୟବସ୍ଥା । ଭାରତ-ପାକିସ୍ତାନ ଉତ୍ତେଜନାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ ଅଞ୍ଚଳ ବୁଲିବା ଉପରେ ରୋକ ଲଗାଯାଇଛି । ଆଜିଠାରୁ ପର୍ଯ୍ୟଟକଙ୍କୁ ହୀରାକୁଦ ଡ୍ୟାମ୍‍ ବୁଲିବା ମନା ହୋଇଛି । ସେପଟେ କେନ୍ଦ୍ରାପଡା ଜିଲାରେ ଥିବା ଲାଇଟ୍‍ହାଉସକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି । ସାଂପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ସେହିପରି ଭାରତ-ପାକ୍‌ ଉତ୍ତେଜନାକୁ ଦୃଷ୍ଟିରେ ରଖି ପାରାଦୀପ ବନ୍ଦର ସୁରକ୍ଷା ଶୁକ୍ରବାର […]

Read More Text.

ଓଡ଼ିଶାରେ ହାଇ ଆଲର୍ଟ: ପୁରୀ ସମେତ ଏସବୁ ସ୍ଥାନକୁୁ ସର୍ତକ ସୂଚନା

ପୁରୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ବୃଦ୍ଧି ପାଇବା ପରେ ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ପାକିସ୍ତାନର ବିଫଳ ଡ୍ରୋନ ଓ ମିସାଇଲ ଆକ୍ରମଣ ପ୍ରୟାସ ପରେ ରାଜ୍ୟ ସରକାର ଏବଂ ପୁଲିସ ଉଚ୍ଚ ସତର୍କତା ଜାରି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ ଜୋରଦାର କରାଯାଇଛି। ପୁରୀର ଜଗନ୍ନାଥ ମନ୍ଦିର ଓ ବଙ୍ଗୋପସାଗର, ଭୁବନେଶ୍ୱର ବିମାନବନ୍ଦର, ବାଲେଶ୍ୱରରେ ଥିବା ଚାନ୍ଦିପୁର ମିସାଇଲ ପରୀକ୍ଷଣ କେନ୍ଦ୍ର ଏବଂ […]

Read More Text.
Zzzzzzz

ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌: ଜମ୍ମୁରୁ ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା

ଶ୍ରୀନଗର,୯ା୫: ଭାରତ-ପାକିସ୍ତାନ ସାମରିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ପରେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଛି। ଏନେଇ ଓଡ଼ିଶା ସରକାର ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିଛନ୍ତି। ଦିଲ୍ଲୀସ୍ଥିତ ଓଡ଼ିଶା ନିବାସରେ ଛାତ୍ରୀଛାତ୍ରଙ୍କ ପାଇଁ ଏହି କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଏହି ନମ୍ବରଗୁଡ଼ିକ ହେଲା-୭୪୨୮୧୩୫୦୪୪, ୦୧୧-୨୪୬୭୯୨୦୧। ଏହି ନମ୍ବରରେ ଯୋଗାଯୋଗ କରିବାକୁ ପରିବାରବର୍ଗଙ୍କୁ ସରକାରଙ୍କ ପକ୍ଷରୁ ନିବେଦନ […]

Read More Text.

ଜେଲ୍‌ରେ ରହିବ ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍ ରେକର୍ଡ: ତିହାର ଜେଲ୍‌ ଢାଞ୍ଚାରେ ଲାଗିବ ଅଡିଓ ଟ୍ରାକର୍‌

ଭୁବନେଶ୍ବର: ନରହତ୍ୟା, ଡକାୟତି, ଦାଦାବଟି ଆଦାୟ ଭଳି ସଂଗିନ ଆପରାଧିକ ମାମଲାରେ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍‌ ରେକର୍ଡିଂ କରାଯିବ। ସ୍ବତନ୍ତ୍ର ଡାଟାବେସ୍‌ରେ ସେସବୁ ରେକର୍ଡିଂକୁ ସାଇତି ରଖାଯିବ। କେବଳ ସେତିକି ନୁହେଁ, ତିହାର ଜେଲ୍‌ ଭଳି ରାଜ୍ୟର କେତେକ ପ୍ରମୁଖ ଜେଲ୍‌ରେ ଅଡିଓ ଟ୍ରାକର୍‌ ଖଞ୍ଜାଯିବ। ସେହିଭଳି ଜାମର୍‌ ବ୍ୟବସ୍ଥା ଉପରେ ସମୀକ୍ଷା କରାଯିବ ଏବଂ ରାଜ୍ୟର ସମସ୍ତ ୮୭ ଜେଲ୍‌ର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ନୂଆକରି ଦାୟିତ୍ବ ନେବା ପରେ ଜେଲ୍‌ […]

Read More Text.
Zzzzzz

ଶିମିଳିପାଳ ଜାତୀୟ ଉଦ୍ୟାନରେ ଏ ଆଇ ସୁରକ୍ଷା ପ୍ରଣାଳୀ ଫଳପ୍ରଦ: ବନ୍ଧା ହେଲେ ତିନି ଅଭିଯୁକ୍ତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ଗତକାଲି ରାତିରେ ଶିକାର କରିବା ସମୟରେ ଏ ଆଇ କ୍ୟାମେରା ଦ୍ୱାରା ଚିହ୍ନଟ ହୋଇ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏମାନଙ୍କୁ କୋର୍ଟଚାଲାଣ କରାଯାଇଥିଲା। ସେମାନଙ୍କର ଜାମିନ ନାମଞ୍ଜୁର ହେବା ପରେ ଜେଲକୁ ପଠାଇଦିଆଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜୁହା ଗାଁର ଲାଛୁ ମୁର୍ମୁ, ମଧୁସୂଦନ ମୁର୍ମୁ ଓ ଘସିରାମ ଟୁଡୁ। ଏମାନେ ଅଭ୍ୟାସଗତ ଅପରାଧୀ ଏବଂ ଆଧୁନିକ ଅସ୍ତ୍ର ବ୍ୟବହାର କରୁଥିବା […]

Read More Text.

ପ୍ରଚୁର ଔଷଧ ମହଜୁଦ୍‌ ରଖ- କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ନୂଆଦିଲ୍ଲୀ : ଭାରତ-ପାକ୍‌ ମଧ୍ୟରେ ଲାଗିଥିବା ଉତ୍ତେଜନା ମଧ୍ୟରେ ହେଉଛି ଘନ ଘନ ବୈଠକ । ଶୁକ୍ରବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ବରିଷ୍ଠ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ବୈଠକ ପରେ କିଛି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଜେପି ନଡ୍ଡା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ ଔଷଧ ନିର୍ମାତା କମ୍ପାନୀ ଓ ବିତରକମାନଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଏଥିରେ […]

Read More Text.