ଓଟିଟି ପ୍ଳାଟଫର୍ମରୁ ହଟିବ ପାକିସ୍ତାନୀ ବିଷୟବସ୍ତୁ, କେନ୍ଦ୍ର ସରକାରଙ୍କ କଡା ନିର୍ଦ୍ଦେଶ
ନୂଆଦିଲ୍ଲୀ : ଜାତୀୟ ନିରାପତ୍ତାକୁ ଦୃଷ୍ଟିରେ ରଖି ଭାରତରେ କାର୍ଯ୍ୟ କରୁଥିବା ସମସ୍ତ ଓଟିଟି ପ୍ଲାଟଫର୍ମ, ମିଡିଆ ଷ୍ଟ୍ରିମିଂ ପ୍ଲାଟଫର୍ମ ଏବଂ ମଧ୍ୟସ୍ଥମାନଙ୍କୁ ପାକିସ୍ତାନର ସମସ୍ତ ୱେବ୍-ସିରିଜ୍, ଚଳଚ୍ଚିତ୍ର, ଗୀତ, ପଡକାଷ୍ଟ ଏବଂ ଅନ୍ୟାନ୍ୟ ଷ୍ଟ୍ରିମିଂ ମିଡିଆ ବିଷୟବସ୍ତୁକୁ ତୁରନ୍ତ ବନ୍ଦ କରିବାକୁ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ନିର୍ଦ୍ଦେଶ ଦେଇଛି। ମନ୍ତ୍ରାଳୟ ପକ୍ଷରୁ ଜାରି ନିର୍ଦ୍ଦେଶାବଳୀରେ କୁହାଯାଇଛି, ଭାରତରେ ହୋଇଥିବା ଅନେକ ଆତଙ୍କବାଦୀ ଆକ୍ରମଣର ପାକିସ୍ତାନସ୍ଥିତ ଆତଙ୍କବାଦୀଙ୍କ ସହ ସୀମା ପାର ସମ୍ପର୍କ ଥିବା […]
Read More Text.