ବାହାମାସରେ ବିମାନ ଦୁର୍ଘଟଣା, ୧୦ ମୃତ
ବାହାମାସ : ବାହାମାସର ନର୍ଥ ଆଣ୍ଡରସରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ପ୍ଲେନ କ୍ରାସରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ସରକାରଙ୍କୁ ଫ୍ଲେମିଙ୍ଗୋ ଏୟାରର ଉଡ଼ାଣକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ପଡିଲା । ସମସ୍ତଙ୍କ ପରିଚୟ ଏଯାଏଁ ଅସ୍ପଷ୍ଟ ରହିଛି । ସୂଚନାନୁଯାୟୀ, ଏହା ଏକ ଦୁଇଟି ଇଞ୍ଜିନ୍ ବିଶିଷ୍ଟ Cessna 402 ବିମାନ ଥିଲା । ଏହି ଦ୍ୱୀପପୁଞ୍ଜର ରାଜଧାନୀ ନାସାଉର ପଶ୍ଚିମରେ ସମୁଦ୍ରରେ ଅବସ୍ଥିତ ଉତ୍ତର […]
Read More Text.