ସମ୍ବଲପୁରୀ ଦିନ ପାଇଁ ପ୍ରସ୍ତୁତି ବୈଠକ, ୭ ଦିନ ହେବ କାର୍ଯ୍ୟକ୍ରମ
ସମ୍ବଲପୁର: ଅଗଷ୍ଟ ୧ ତାରିଖରେ ସମ୍ବଲପୁରରେ ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ପାଇଁ ସାମ୍ବାଦିକ ଭବନ ଠାରେ ସୋମବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରାରେ ଅଗଷ୍ଟ ୧ ତାରିଖରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ଆୟୋଜନ ପାଇଁ ରୁପରେଖ ସ୍ଥିର କରାଯାଇଥିଲା। ସମ୍ବଲପୁରୀ ଭାଷା, ସାହିତ୍ୟ ଏବଂ ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ ଗୁରୁ ସତ୍ୟନାରାୟଣଙ୍କ ଅତୁଳନୀୟ ଅବଦାନକୁ ଆହୁରି ପ୍ରସାରିତ କରିବା ପାଇଁ ଚଲିତ ବର୍ଷ ବିଭିନ୍ନ ପଦକ୍ଷେପ ଗ୍ରହଣ […]
Read More Text.