ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ, କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଲେ ଗୃହ ମନ୍ତ୍ରୀ

ନୂଆଦିଳ୍ଳୀ : ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ସିନ୍ଦୂର ଅପରେସନ୍ ଅନ୍ତର୍ଗତ ଭାରତର ରାତିସାରା ସୀମାପାର ଆକ୍ରମଣ ପରେ ଗୃହମନ୍ତ୍ରୀ ଅମିତ ଶାହ ସମସ୍ତ ଅର୍ଦ୍ଧସାମରିକ ବାହିନୀ ମୁଖ୍ୟଙ୍କୁ ବର୍ତ୍ତମାନ ଛୁଟିରେ ଥିବା ଯବାନମାନଙ୍କୁ ଫେରାଇ ଆଣିବା ସହ ସେମାନେ ତୁରନ୍ତ କାର୍ଯ୍ୟରେ ଯୋଗ ଦିଅନ୍ତୁ ବୋଲି ନିର୍ଦ୍ଦେଶ […]

Read More Text.

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ରୋଏସିଆ, ନରୱେ ଓ ନେଦରଲ୍ୟାଣ୍ଡସ୍‌‌ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ମେ’ ୧୩ରୁ ୧୭ ତାରିଖ ପର୍ଯ୍ୟନ୍ତ ଏହି ୟୁରୋପୀୟ ରାଷ୍ଟ୍ର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥିରିକୃତ ହୋଇଥିଲା। ଏସବୁ ୟୁରୋପୀୟ ଦେଶ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଥିବା ନେଇ ସୂଚନା ମିଳିଛି।

Read More Text.
Amit shah2

ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀ ସହ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବୈଠକ, ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦେଶକ ବି ସାମିଲ

ନୂଆଦିଲ୍ଲୀ: ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ ଜରୁରୀକାଳିନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନଫରେନସିଂ(ଭିସି) ଜରିଆରେ ଗୃହମନ୍ତ୍ରୀ ଅମିତ ଶାହ ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ବୈଠକ କରିଥିିଲେ। ଜମ୍ମୁ-କାଶ୍ମୀର, ପଞ୍ଜାବ, ରାଜସ୍ତାନ, ଗୁଜରାଟ, ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ବିହାର, ସିକିମ, ପଶ୍ଚିମବଙ୍ଗ ଏବଂ ଲଦାଖର ମୁଖ୍ୟମନ୍ତ୍ରୀ ଓ ଉପରାଜ୍ୟପାଳମାନଙ୍କ ସହିତ ଏହି ବୈଠକରେ ଗୃହମନ୍ତ୍ରୀ ଶ୍ରୀ ଶାହ ଆଲୋଚନା କରିଥିଲେ। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଏବଂ […]

Read More Text.

ଆମେ ସେନାର ସାହସକୁ ନମନ କରୁଛୁ – ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ବର: ଭାରତର ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂସ୍କୃତିରେ ‘ସିନ୍ଦୂର’କେବଳ ପରମ୍ପରା ନୁହେଁ, ଏହା ତ୍ୟାଗ ଏବଂ ସଂକଳ୍ପର ପ୍ରତୀକ। ଏହି ଭାବନା ଆମ ସୈନିକମାନଙ୍କ ମନରେ ମଧ୍ୟ ରହିଛି। ଭାରତ ବର୍ତ୍ତମାନ କେବଳ ପ୍ରତିରକ୍ଷା କରୁନାହିଁ ବରଂ ସଂପୂର୍ଣ୍ଣ ଭାବରେ ଆତଙ୍କବାଦକୁ ଉଚ୍ଛେଦ କରିବାକୁ ଆଗେଇ ଚାଲିଛି। ଆମେ ସେନାର ସାହସକୁ ନମନ କରୁଛୁ। ଆମେ ସେନା ସହିତ ଅଛୁ। ଆମେ ସେନାର ବିଜୟରେ […]

Read More Text.
22

ଏଟିଏମ୍‌ କାର୍ଡ ଲୁଟ୍‌ ଘଟଣା: ପଶ୍ଚିମବଙ୍ଗର ୩ ଲୁଟେରା ଗିରଫ

ଖୋର୍ଦ୍ଧା : ବିଭିନ୍ନ ସମୟରେ ଅଶିକ୍ଷିତ କିମ୍ବା ବୃଦ୍ଧ ବୃଦ୍ଧା ଏଟିଏମ୍‌ କାଉଣ୍ଟରରୁ ଟଙ୍କା ବାହାର କଲା ବେଳେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏହାର ସୁଯୋଗ ନେଇ ପଶ୍ଚିମବଙ୍ଗର ତିନି ସାଇବର ଲୁଟେରା ବିଭିନ୍ନ କାଉଣ୍ଟରରେ ତୀକ୍ଷଣ ନଜର ରଖି ଏଟିଏମ କାର୍ଡ ଚୋରି କରି ଆକାଉଣ୍ଟରୁ ଅର୍ଥ ଲୁଟ୍‌ କରିବାରେ ସଫଳ ହୋଇଥିଲେ। ଗତ ତିନିମାସ ଧରି ଏହି ପ୍ରକାର ଅଭିଯୋଗ ଖୋର୍ଦ୍ଧା ଜିଲାର ଜଙ୍କିଆ, ନାଚୁଣୀ, ଟାଙ୍ଗି, ବାଲୁଗାଁ ଥାନାରେ ଅଭିଯୋଗ ହୋଇ […]

Read More Text.

ଭାରତୀୟ ସେନାର ପଦକ୍ଷେପକୁ ପ୍ରଶଂସା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣର ଭାରତୀୟ ସେନାର ପ୍ରତିଶୋଧକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେ ଭାରତୀୟ ସେନାର ପଦକ୍ଷେପକୁ ପ୍ରଶଂସା କରିବା ସହ ଭାରତୀୟ ସେନାକୁ ଅଭିନନନ୍ଦନ ଜଣାଇଛନ୍ତି। ଅପରେସନ୍ ସିନ୍ଦୂର ଜରିଆରେ ଭାରତୀୟ ସେନା ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ କରି ବହୁ ଆତଙ୍କୀଙ୍କୁ ନିହତ କରିଛନ୍ତି। ଭାରତର କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ, ସୂତ୍ରଗୁଡ଼ିକ କୁହନ୍ତି ଯେ, ଭାରତୀୟ ସଶସ୍ତ୍ର ବାହିନୀ ପାକ୍ ଅଧିକୃତ କଶ୍ମୀର […]

Read More Text.
Law minister prithiviraj harichandan advocates for gurukul system in modern education amf news

ପଶ୍ଚିମବଙ୍ଗ ସରକାର ସକାରାତ୍ମକ ପଦକ୍ଷେପ ନ ନେଲେ, ଆମେ ପଦକ୍ଷେପ ନେବୁ: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର: ପଶ୍ଚିମବଙ୍ଗର ଦୀଘାରେ ଶୁଭାରମ୍ଭ ହୋଇଥିବା ଜଗନ୍ନାଥ ମନ୍ଦିରକୁ ସ୍ଥାନୀୟ ସରକାର ‘ଜଗନ୍ନାଥ ଧାମ’ ଲେଖିବାକୁ ନେଇ ରିପୋର୍ଟ ଦୁଇ ଦିନ ତଳେ ଆସିଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ସବୁ କଥା ଅବଗତ କରାଯାଇଛି। ସେ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି ଯେ ଯେମିତି ଓଡ଼ିଶାର ଭଲ ସମ୍ପର୍କ ଅଛି ପଶ୍ଚିମବଙ୍ଗ ସହ, ତାହା ସେମିତି ରହୁ। ତେଣୁ ଜଗନ୍ନାଥ ଧାମ ନାଁ ପରିବର୍ତନ କରି ମନ୍ଦିର ଲେଖିବାକୁ ସେ ଅନୁରୋଧ କରିଛନ୍ତି। ଆଶା କରୁଛୁ ପଶ୍ଚିମବଙ୍ଗ ସରକାର […]

Read More Text.
Thunder storm

୯ରୁ ବଢିବ ତାତି : ଆଜି ୮ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ବର : ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ’ ୧୩ରେ ଦକ୍ଷିଣ-ଆଣ୍ଡାମାନ ସାଗରକୁ ଛୁଇଁବ। ଦକ୍ଷିଣ-ବଙ୍ଗୋପସାଗର କିଛି ଅଞ୍ଚଳ ଏବଂ ନିକୋବର ଦୀପପୁଞ୍ଜ ଅଞ୍ଚଳକୁ ଆଗାମୀ ୧୩ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଅଗ୍ରସର ହେବ। ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୌସୁମୀ ବାୟୁ କେବେ କେରଳ ଛୁଇଁବ ସେ ସଂକ୍ରାନ୍ତରେ ଆଇଏମଡି ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ତେବେ ସାଧାରଣତଃ ଆଣ୍ଡାମାନ ସାଗର ଛୁଇଁବାର […]

Read More Text.
Zz

ସେଞ୍ଚୁରିଆନ ୟୁନିଭର୍ସିଟିିର ଜଣେ ହଷ୍ଟେଲ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଛତ୍ରପୁର : ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆଇଆରଇଏଲ ଛକ ନିକଟ ସେଞ୍ଚୁରିଆନ ୟୁନିଭର୍ସିଟିିର ଜଣେ ହଷ୍ଟେଲ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଛତ୍ରପୁର ବ୍ଲକ ଲକ୍ଷ୍ମୀପୁର ଗାଁର ଡି.ପୁରୁଷୋତ୍ତମ ରେଡ୍ଡୀ। ସେ ଉକ୍ତ ୟୁନିଭର୍ସିଟିର ହଷ୍ଟେଲରେ ରହି ଓଡ଼ିଶା ସ୍କିଲ୍‌ ଡେଭଲପମେଣ୍ଟ୍‌ର ଟ୍ରେନିଂ ନେଉଥିଲେ। ଏନେଇ ମୋ’ ପୁଅ ପୁରୁଷୋତ୍ତମ ସମ୍ପୂର୍ଣ୍ଣ ସୁସ୍ଥ ଥିଲେ ଏବଂ ଏହାର ସମ୍ପୂର୍ଣ୍ଣ ତଦନ୍ତ ହୋଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପ୍ରଶାସନ […]

Read More Text.

ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୨୨ ନକ୍ସଲ ନିହତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାନ୍ତବର୍ତ୍ତିୀ କାରେଗଟ୍ଟା ଜଂଗଲରେ ଗତ ୧୬ ଦିନ ହେବ ମାଓ ଅପେରସନ ଜୋରଦାର ଚାଲିଛି। ତେବେ ଗତକାଲି ରାତିଠାରୁ ଜଙ୍ଗଲରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ଏହି ଗୁଳିବିନିମୟରେ ୨୨ ଜଣ ନକ୍ସଲ ନିହତ ହୋଇଥିବା ଖବର ମିଳିଛି। କିନ୍ତୁ କୌଣସି ପୁଲିସ ଅଧିକାରୀ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ନକ୍ସଲ ନିହତ ହୋଇଛନ୍ତି କହୁ ନାହାନ୍ତି। ସନ୍ଧ୍ୟା ସୁଦ୍ଧା ସମସ୍ତ ରିପୋର୍ଟ ମିଳିବ ବୋଲି ପୁଲିସ […]

Read More Text.