ବନ୍ୟା ସ୍ଥିତି ସମୀକ୍ଷା କଲେ ଉନ୍ନୟନ କମିଶନର ଅନୁ ଗର୍ଗ
ବାଲେଶ୍ୱର : ବନ୍ୟା ସ୍ଥିତି ସମୀକ୍ଷା କଲେ ଉନ୍ନୟନ କମିଶନର । ବାଲେଶ୍ବର ଓ ମୟୂରଭଞ୍ଜରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗ । ପ୍ରବଳ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟାସ୍ଥିତି ସୃଷ୍ଟି ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକାରେ ଜଳସ୍ତର ବଢିବାରେ ଲାଗିଛି । ଏହି ତିନି ନଦୀରେ ବନ୍ୟା ସ୍ଥିତି ଅଛି । ସୁବର୍ଣ୍ଣରେଖାରେ ବିପଦ […]
Read More Text.