ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ମୋଟ ୧୬୯ଗୋଟି ଅଭିଯୋଗର ହେଲା ଶୁଣାଣୀ ବାରିପଦା: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ସକାଳ ୭ଘଟିକା ସମୟରେ ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟ ଭା. ପ୍ର. ସେଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଆରମ୍ଭ ହୋଇଥିଲା . ଉକ୍ତ ଜନଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପଲ୍ଲୀ,ଭା.ପୋ.ସେ., ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରା, […]
Read More Text.