କୋଲକାତା ‘ଲ’ କଲେଜ ଛାତ୍ରୀ ଗଣଦୁଷ୍କର୍ମ ମାମଲାରେ ୪ ଗିରଫ: ଶନିବାର ସିକ୍ୟୁରିଟି ଗାର୍ଡକୁ ଧରିଲା ପୁଲିସ
କୋଲକାତା: ପଶ୍ଚିମବଙ୍ଗ ଦକ୍ଷିଣ କୋଲକାତା ‘ଲ’ କଲେଜ ପରିସରରେ ଜଣେ ପ୍ରଥମ ବର୍ଷର ଆଇନ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଶନିବାର କୋଲକାତା ପୋଲିସ କଲେଜର ଜଣେ ସୁରକ୍ଷା କର୍ମୀଙ୍କୁ ଗିରଫ କରିଛି। ଏହି ମାମଲାରେ ଏହା ଚତୁର୍ଥ ଗିରଫ। ଏହା ପୂର୍ବରୁ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ପୁଲିସ ତିନି ଜଣଙ୍କୁ ଗିରଫ କରିଥିଲା। ମୁଖ୍ୟ ଅଭିଯୁକ୍ତ ହେଉଛି ଶାସକ ଦଳ ଟିଏମ୍ସିର ନେତା। ରିପୋର୍ଟ ଅନୁସାରେ ଘଟଣା ଜୁନ୍ ୨୫ ତାରିଖରେ ଘଟିଥିଲ। ପୀଡ଼ିତା ୨୪ ବର୍ଷିୟା […]
Read More Text.