ଅପ୍ରାକୃତିକ ଯୌନ ସମ୍ପର୍କ ଅଭିଯୋଗରେ ଅଭିଯୁକ୍ତ କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା
ବାରିପଦା: ଏକ ଜନୈକ ନାବାଳକ ସହିତ ହୋଇଥିବା ଅପ୍ରାକୃତିକ ଯୌନ ସମ୍ପର୍କ ସଂକ୍ରାନ୍ତ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ଜାମଦା ଥାନା ଅନ୍ତର୍ଗତ ଲିପିଘୁଟୁ ଗ୍ରାମର ରଘୁନାଥ ମୁର୍ମୁ (25) କୁ ଦଫା 137(2) bns 2023 ଅନୁଯାୟୀ ପାଞ୍ଚ ବର୍ଷ ସଶ୍ରମ କାରାଦଣ୍ଡ ସମେତ ପାଞ୍ଚ ହଜାର ଟଙ୍କା ଜୋରିମାନା […]
Read More Text.