ଆଗରପଡ଼ାରେ ଘୋଷଯାତ୍ରା ଅପୂର୍ବ ଧାର୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ
ଆଗରପଡ଼ା : ଜିଲ୍ଲାରେ ଅନ୍ୟତମ ପୁରାତନ ତଥା ପ୍ରମୁଖ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଆଗରପଡ଼ା ଠାରେ ଅପୂର୍ବ ଧାର୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରତ୍ୟୁଷରୁ ସ୍ୱତନ୍ତ୍ର ରୀତିନୀତି ସରିବା ପରେ ଅପରାହ୍ନରେ ଶ୍ରୀଜୀଉମାନଙ୍କୁ ଶ୍ରୀମନ୍ଦିରରୁ ଧାଡ଼ି ପହଣ୍ଡିରେ ଅଣାଯାଇ ରଥାରୂଢ଼ କରାଯାଇଥିଲା । ଠାକୁର ରାଜା ତଥା ସୁପ୍ରିମକୋର୍ଟ ଆଡ଼ଭୋକେଟ ଜଗତମୋହନ ସିଂହ ରୌପ୍ୟ ଖଡ଼ିକାରେ ଛେରାପହଁରା କରିବା ପରେ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା । ଘଣ୍ଟଘଣ୍ଟା,ଭଜନ,କୀର୍ତ୍ତନ ସାଙ୍ଗକୁ ଜୟ ଜଗନ୍ନାଥ ଧୂନୀରେ […]
Read More Text.