ଶିରଡ଼ି ସାଇବାବା ମନ୍ଦିର ଦର୍ଶନ ପାଇଁ ନୂଆ ନିୟମ
ଶିରଡି : ମହାରାଷ୍ଟ୍ରର ଶିରିଡିରେ ଥିବା ସାଇ ବାବାଙ୍କ ଦରବାରରେ ବର୍ଷତମାମ ଭକ୍ତଙ୍କ ଭିଡ଼ ଲାଗି ରହିଥାଏ। ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ଥାନ୍ତି ସାଧାରଣ ଭକ୍ତ ଓ ଭିଆଇପି ଭକ୍ତ । ତେବେ ଅନେକ ସମୟରେ ଭିଆଇପି ଓ ଭିଭିଆଇପି ଭକ୍ତଙ୍କ ପାଇଁ ସାଧାରଣ ଲୋକମାନେ କିଛିଟା ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି । ଏବେ ଏହି ସମସ୍ୟାର ସମାଧାନ ପାଇଁ ଆଗେଇ ଆସିଛି ମନ୍ଦିର ଟ୍ରଷ୍ଟ । ନୂଆ ବ୍ୟବସ୍ଥା ଅନୁସାରେ ସାଇ ମନ୍ଦିରରେ ବ୍ରେକ୍ ଦର୍ଶନ ଆରମ୍ଭ […]
Read More Text.