ପାରାଦୀପରେ ହେବ ନୂଆ ଏୟାରପୋର୍ଟ; ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ
ଭୁବନେଶ୍ୱର : ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଥିଲେ । ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, […]
Read More Text.