ପ୍ରଭାସିନୀ ଓ ଦେବୀଙ୍କୁ ହୋମ୍ଗାର୍ଡ ଚାକିରି ସହ ୧୦ଲକ୍ଷ ଲେଖାଏ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କଟକରେ କାର୍ଯ୍ୟରତ ୨ ପୋଲିସ କର୍ମଚାରୀ ଜଗବନ୍ଧୁ ମାହାଲି ଏବଂ ଲୋକନାଥ ଶବର ଗତ ୨୨ ତାରିଖରେ ପିସିଆର୍ ଭ୍ୟାନ୍ରେ ଯିବା ସମୟରେ ଦୁର୍ଘଟଣା ଘଟି ପ୍ରାଣ ହରାଇଥିଲେ। ଡ୍ୟୁଟିରେ ଥିବା ସମୟରେ ଉଭୟଙ୍କ ମୃତ୍ୟୁ ଘଟିଥିବାରୁ ସେମାନଙ୍କ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇଛନ୍ତି। ଜଗବନ୍ଧୁଙ୍କ ସ୍ତ୍ରୀ ପ୍ରଭାସିନୀ ବେହେରା ଓ ଲୋକନାଥଙ୍କ ସ୍ତ୍ରୀ ଦେବୀ ଶବରଙ୍କୁ ମୁଖ୍ୟମନ୍ତ୍ରୀ ବୁଧବାର ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ସେମାନଙ୍କ ଦୁଃଖ ସମୟରେ […]
Read More Text.