ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ସୁପ୍ରିମକୋର୍ଟରେ ଆସନ୍ତାକାଲି ଶୁଣାଣି
ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାକୁ ନେଇ ସୁପ୍ରିମକୋର୍ଟ ଆସନ୍ତାକାଲି (ଗୁରୁବାର) ଏକ ଜନସ୍ବାର୍ଥ ମାମଲା (ପିଆଇଏଲ) ଉପରେ ଶୁଣାଣି କରିବେ। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲେ। ଏହି ମାମଲାରେ ଏକ ବିଚାର ବିଭାଗୀୟ ତଦନ୍ତ କମିଶନ ଗଠନ କରିବା ସହ କାଶ୍ମୀରରେ ପର୍ଯ୍ୟଟକଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ କେନ୍ଦ୍ର ସରକାର ଏବଂ ଜମ୍ମୁ ଓ କାଶ୍ମୀର ପ୍ରଶାସନକୁ ନିର୍ଦ୍ଦେଶ ଦେବାକୁ […]
Read More Text.