ଆଠଗଡରେ ବିଜେଡି-ବିଜେପି କର୍ମୀ ମୁହାଁମୁହିଁ
କଟକ: ପଞ୍ଚାୟତ ବୈଠକ ପୂର୍ବରୁ ଆଠଗଡ଼ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା । ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ ହୋଇଛି। ଏଥିରେ ଅନେକ ପୋଲିସ୍ କର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ତିନି ପ୍ଲାଟୁନ ପୋଲିସ ଫୋର୍ସ ସମେତ ଜଣେ ଅତିରିକ୍ତ ଏସପି, ୨ ଡିଏସପି ଓ ୮ରୁ ଉର୍ଦ୍ଧ୍ୱ ଆଇଆଇସି ମୁତୟନ କରାଯାଇଛି। ସୂଚନାଥାଉକି, ଆଜି ପଞ୍ଚାୟତ ବୈଠକରେ ଆଠଗଡ ବିଧାୟକ ଯୋଗଦେବାର ଥିଲା । ବିଧାୟକ ଯୋଗଦେବା ପୂର୍ବରୁ […]
Read More Text.