କାଲି ଦେଉଥିଲେ ଧମକ, ଆଜି ଦେଶ ଛାଡ଼ିଲେ ବିଲାଓ୍ବଲଙ୍କ ପରିବାର

କାଲି ଦେଉଥିଲେ, ଆଜି ଦେଶ ଛାଡ଼ିଲେ ପରିବାର। ଭାରତର ଯୁଦ୍ଧାଭ୍ୟାସ ଦେଖି ଛାନିଆ ହୋଇପଡ଼ିଥିବା ପାକ୍ ନେତାମାନେ ଜୀବନ ବଞ୍ଚାଇବାକୁ ଦେଶ ଛାଡ଼ି ପଳାୟନ କରୁଥିବା ଦେଖିବାକୁ ମିଳିଛି। ପୂର୍ବରୁ ପାକ୍ ସେନାଧ୍ୟକ୍ଷ ଆସିଫ ମୁନିର ସପରିବାର ଦେଶ ଛାଡ଼ି ପଳାଇଥିବାବେଳେ ଏବେ ଭାରତକୁ ଧମକ ଦେଇଥିବା ବିଲାଓ୍ବଲ ଭୁଟ୍ଟୋଙ୍କ ପରିବାର ଦେଶ ଛାଡ଼ି କାନାଡ଼ା ପଳାଇଛି। ଜାମ୍ମୁ-କାଶ୍ମୀରର ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସିନ୍ଧୁ ନଦୀ ଜଳ ଚୁକ୍ତି ରଦ୍ଦ କରିବା ସହିତ ପାଣି […]

Read More Text.

ରାସନ କାର୍ଡରୁ କଟିବ ବିଦେଶୀଙ୍କ ନାଁ; ଚିହ୍ନଟ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ରାସନ କାର୍ଡକୁ ନେଇ ସୋମବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି । ଓଡିଶାରେ ରହି ରାସନ କାର୍ଡ ହାତେଇଥିବା ସମସ୍ତ ବିଦେଶୀଙ୍କ ନାଁ କଟାଯିବ । ସେମାନଙ୍କର ଭୋଟର କାର୍ଡ ଏବଂ ଆଧାର କାର୍ଡ ମଧ୍ୟ ରହିଛି । ସେମାନଙ୍କୁ ଖୁବଶୀଘ୍ର ଚିହ୍ନଟ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି । ସୋମବାର ଖାଦ୍ୟ ଯୋଗାଣ ମନ୍ତ୍ରୀ ଆହୁରି କହିଛନ୍ତି […]

Read More Text.

ନିଶାସକ୍ତ ବହିଷ୍କୃତ ପୁଲିସଙ୍କ ଉନ୍ମତ୍ତ କାଣ୍ଡ

ଅସ୍ତରଙ୍ଗ: ଅସ୍ତରଙ୍ଗରେ ଏକ ବିବାହ ଭୋଜିରେ ନିଶାସକ୍ତ ଅବସ୍ଥାରେ ଚିତ୍ରସେନ ପ୍ରଧାନ ନାମକ ଜଣେ ବହିଷ୍କୃତ ପୁଲିସ କର୍ମଚାରୀ ଉପସ୍ଥିତ ଲୋକଙ୍କୁ ଅସଭ୍ୟ ଭାଷାରେ ଗାଳିମନ୍ଦ ଓ ଧମକଚମକ ଦେଇଥିବା ଅଭିଯୋଗ ହୋଇଛି। ବହିଷ୍କୃତ ପୁଲିସ କର୍ମଚାରୀ ଜଣକ ଅସ୍ତରଙ୍ଗ ସରପଞ୍ଚ, ବିଜେପି କର୍ମୀ ଓ ଜଣେ ସାମ୍ବାଦିକକୁ ଅପମାନିତ କରିଛନ୍ତି। ଘଟଣାକୁ ଭିତ୍ତିକରି ଅସ୍ତରଙ୍ଗ ସରପଞ୍ଚ ରାମଚନ୍ଦ୍ର କାଣ୍ଡି ଅସ୍ତରଙ୍ଗ ଥାନାରେ ଅଭିଯୋଗ ପରେ ୮୪/୨ ୫ରେ ଏକ ମାମଲା ରୁଜୁ ହୋଇଛି। ଆଦ୍ୟାବଧି ଅସ୍ତରଙ୍ଗ […]

Read More Text.

ପାକିସ୍ତାନର ୧୬ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ୍, ସୋସିଆଲ ମିଡିଆରେ କରୁଥିଲେ ମିଛ ପ୍ରସାରଣ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ଭାରତ ସରକାର କଡ଼ା ପଦକ୍ଷେପ ନେଉଛନ୍ତି । ଗୃହ ମନ୍ତ୍ରଣାଳୟର ସୁପାରିଶ ପରେ ଏବେ ଭାରତ ସରକାର ପାକିସ୍ତାନର ଅନେକ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ୟାନ୍ କରିଛନ୍ତି । ପାକିସ୍ତାନର ୧୬ଟି ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲ ବ୍ୟାନ କଲେ ଭାରତ ସରକାର । ଏହି ଚ୍ୟାନେଲ ମଧ୍ୟରେ ସୋଏବ ଅଖତର ଏବଂ ଆରଜୁ କାଜମୀଙ୍କ ଚ୍ୟାନେଲ ଥିବା ଜଣାପଡିଛି । ଏହାସହ ଡନ ନ୍ୟୁଜ, ଜିଓ ନ୍ୟୁଜ, ଆର୍ୟା ନ୍ୟୁଜ, ସମା ଟିଭି […]

Read More Text.

ବଢିଲା ୨୬/୧୧ ଅଭିଯୁକ୍ତ ତହବୁର ରାଣାର ହାଜତ ମିଆଦ

ନୂଆଦିଲ୍ଲୀ: ୨୬/୧୧ ଆତଙ୍କବାଦୀ ଆକ୍ରମଣ ଅଭିଯୁକ୍ତ ତହୱୁର ରାଣାର ହାଜତକୁ ଏନଆଇଏ କୋର୍ଟ ୧୨ ଦିନ ପାଇଁ ବୃଦ୍ଧି କରିଛନ୍ତି। ତହୱୁରକୁ ଆଜି ଦିଲ୍ଲୀର ପଟିଆଲା ହାଉସ କୋର୍ଟରୁ ନିଆଯାଇଥିଲା। ଏଠାକାର ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) କୋର୍ଟ ତାଙ୍କ ହାଜତ ଅବଧିକୁ ୧୨ ଦିନ ପାଇଁ ବୃଦ୍ଧି କରିଛନ୍ତି। ୨୬/୧୧ ମୁମ୍ବାଇ ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀଙ୍କ ମଧ୍ୟରେ ତହୱୁର ହୁସେନ ରାଣା ଏକ ଗୁରୁତ୍ୱପୂର୍ଣ୍ଣ ନାମ। ତାକୁ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଡେଭିଡ୍ କୋଲମ୍ୟାନ୍ ହେଡଲିର […]

Read More Text.

ଭିସୁଟର ୧୦୦ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ; ୫ ଛାତ୍ରୀଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ

ବୁର୍ଲା: ସମ୍ବଲପୁର ଜିଲ୍ଲାର ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ)ରେ କ୍ୟାମ୍ପସରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବିଶୃଙ୍ଖଳା ଆଚରଣକାରୀ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲେ କର୍ତ୍ତୃପକ୍ଷ । ଏପ୍ରିଲ ୧୦ରେ ଭିସୁଟର ଜଣେ ଛାତ୍ରୀ ଫିସରି ଅଞ୍ଚଳରେ ବୁଡ଼ି ମୃତ୍ୟୁବରଣ କରିବା ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଭିସୁଟ୍‌ କର୍ତ୍ତୃପକ୍ଷ । ୧୦୦ ଛାତ୍ରଙ୍କ ଉପରେ କ୍ଲାସରେ କମ୍‌ ଉପସ୍ଥିତି ସହ ବିଭିନ୍ନ କାରଣକୁ ନେଇ ନିଆଗଲା କାର୍ଯ୍ୟାନୁଷ୍ଠାନ । ବିଭିନ୍ନ ଖେଳ ପ୍ରତିଯୋଗିତାରେ […]

Read More Text.

ଜଣେ ପାକିସ୍ତାନୀ ନାଗରିକ ଓଡ଼ିଶା ଛାଡ଼ିସାରିଛନ୍ତି: ପୁଲିସ ଡିଜି

ଭୁବନେଶ୍ବର: ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ଜାତୀୟ ସୁରକ୍ଷା ଚିନ୍ତା ବୃଦ୍ଧି ପାଇବା ପାଇଛି। ଓଡ଼ିଶା ସରକାର ରାଜ୍ୟରେ ବେଆଇନ ଭାବରେ ରହୁଥିବା କିମ୍ବା ଅଧିକ ସମୟ ଧରି ରହୁଥିବା ବିଦେଶୀ ନାଗରିକଙ୍କ ବିରୁଦ୍ଧରେ ସତର୍କତା ଅବଲମ୍ବନ କରିବାକୁ କଠୋର ପଦକ୍ଷେପ ନେଇଛନ୍ତି। ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ ବି ଖୁରାନିଆ ସୋମବାର ସୂଚନା ଦେଇଛନ୍ତି ଯେ, ଓଡ଼ିଶାରେ ଚିହ୍ନଟ ହୋଇଥିବା ୧୨ ଜଣ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡିବାକୁ ନୋଟିସ୍ ଜାରି କରାଯାଇଛି । […]

Read More Text.

ପାରାଦୀପ ପାଇପ ଷ୍ଟକୟାର୍ଡରେ ନିଆଁ, କୋଟି କୋଟି ଟଙ୍କାର ସ୍କ୍ରାପ ପାଇପ୍ ପୋଡ଼ି ନଷ୍ଟ

ପାରାଦୀପ : ଟେକ୍ନୋମାଉଣ୍ଟ-ମେଣ୍ଟାଲକ୍ରାଫ୍ଟ କମ୍ପାନୀ ପାଇପ ଷ୍ଟକୟାର୍ଡ ରେ ନିଆଁ । ହୁତୁ ହୁତୁ ହୋଇ ଜଳି ଯାଇଛି ପାଇପ୍ । ଘଟଣାସ୍ଥଳରେ ୭ ରୁ ଉର୍ଦ୍ଧ୍ବ ଅଗ୍ନିଶମ ଗାଡ଼ି ନିଆଁକୁ ପାଖାପାଖି ୩ ଘଣ୍ଟା ଅକ୍ଳାନ୍ତ ପରିଶ୍ରମ କରିବା ପରେ ନିଆଁକୁ ଆୟତ କରିବାରେ ସକ୍ଷମ ହୋଇପାରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଜମା ହୋଇରହିଥିବା ସ୍କ୍ରାପ ପାଇପରେ ନାଆଁ ଲାଗିବା ଦ୍ବାରା ଧୂଆଁ ସାଙ୍ଗକୁ ନିଆଁ ଭୟାଭୟ ପରିସ୍ଥିତି ସୃଷ୍ଟି କରିଥିଲା। ମାଟିତଳେ […]

Read More Text.

ଆତଙ୍କବାଦୀ ଭାବୁଛନ୍ତି ଯେ ଆମେ ପାକିସ୍ତାନ ସହିତ ଯିବୁ, ସେମାନେ ଭୁଲ : ଫାରୁକ ଅବଦୁଲ୍ଲା

ନୂଆଦିଲ୍ଲୀ: ଜମ୍ମୁ ଏବଂ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ସୋମବାର (୨୮ ଏପ୍ରିଲ, ୨୦୨୫) କହିଛନ୍ତି ଯେ କାଶ୍ମୀରବାସୀ ୧୯୪୭ ମସିହାରେ ଦୁଇ ରାଷ୍ଟ୍ର ତତ୍ତ୍ୱକୁ ପାଣିରେ ଫିଙ୍ଗି ଦେଇଥିଲେ ଏବଂ କହିଥିଲେ ଯେ ସେମାନଙ୍କର ଅଞ୍ଚଳ ପାକିସ୍ତାନ ସହିତ ଯିବ ନାହିଁ। ସେ କହିଥିଲେ ଯେ ସେମାନେ (ଆତଙ୍କବାଦୀ) ଭାବୁଛନ୍ତି ଯେ ଆମେ ପାକିସ୍ତାନ ସହିତ ଯିବୁ, ସେମାନେ ଭୁଲ। ସେ କହିଥିଲେ, “ଆମେ ସେମାନଙ୍କର (ପାକିସ୍ତାନ) ଭୁଲ ଧାରଣାକୁ ଦୂର କରିବାକୁ ଚାହୁଁଛୁ […]

Read More Text.

ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ

ଭୁବନେଶ୍ୱର: ବାଙ୍ଗିରିପୋଷି-ପୁରୀ ଇଣ୍ଟରସିଟି ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନ୍‌ରେ ଏଲଏଚବି କୋଚ୍‌‌ର ଶୁଭାରମ୍ଭ ହୋଇଛି। ସୋମବାର ଠାରୁ ଆରମ୍ଭ ହୋଇଛି ଏହି ଟ୍ରେନ। ଲୋକସଭା ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସାଂସଦ ମମତା ମହାନ୍ତ, ବାଙ୍ଗିରିପୋଷି ବିଧାୟିକା ସଞ୍ଜଲୀ ମୁର୍ମୁ, ସାରସକଣା ବିଧାୟକ ଭାଦବ ହାଁସଦାଙ୍କ ଉପସ୍ଥିତିରେ ବାଙ୍ଗିରିପୋଷି ରେଳ ଷ୍ଟେସନ ଠାରେ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବାଙ୍ଗିରିପୋଷି-ପୁରୀ ଦୈନିକ ଚଳାଚଳ କରୁଥିବା ଉକ୍ତ ଟ୍ରେନ୍‌ ଉପରେ ମୟୂରଭଞ୍ଜ ଜିଲ୍ଲା ସମେତ ବାଲେଶ୍ଵର, ଭଦ୍ରକ, ଯାଜପୁର […]

Read More Text.