୧୩ତାରିଖରେ ରାଇରଙ୍ଗପୁରରେ ଅନୁଷ୍ଠିତ ହେବ ଯୁଗ୍ମ ଜନ ଶୁଣାଣି ଶିବିର
ବାରିପଦା : ଜିଲ୍ଲା କାର୍ଯ୍ୟାଳୟର ନିର୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଚଳିତ ଜୁଲାଇ ମାସ ଦ୍ଵିତୀୟ ସୋମବାର ତା ୧୩-୦୭-୨୦୨୬ ରିଖ ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ | କାର୍ଯ୍ୟ ସୂଚୀ ଅନୁଯାୟୀ ଉକ୍ତ ଜନ ଶୁଣାଣି ଶିବିର ପୂର୍ବାହ୍ନ ୧୦ ଘଟିକା ସମୟରେ ଆରମ୍ଭ ହୋଇ ଜନସାଧାରଣଙ୍କ ଆପତ୍ତି /ଅଭିଯୋଗ ଗୁଡିକର ଶୁଣାଣି କରାଯିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ଉକ୍ତ ଜନ […]
Read More Text.