ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ
ଭୁବନେଶ୍ବର: କେନ୍ଦ୍ର ଏବଂ ରାଜ୍ୟରେ ବିଜେପି ସରକାର। କିନ୍ତୁ କେହି ସମ୍ବିଧାନ ମାନୁନାହାନ୍ତି। ଏଥିପାଇଁ ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ। ସେ ଆହୁରି କହିଛନ୍ତି, ପରେ ସମ୍ବିଧାନ ବଞ୍ଚାଅ ଅଭିଯାନ ଆନ୍ଦୋଳନକୁ ଅଧିକ ବ୍ୟାପକ କରାଯିବ। ଜିଲ୍ଲା ସ୍ତରରୁ ଆରମ୍ଭ କରି ପଞ୍ଚାୟତ କ୍ଷେତ୍ରରେ ମଧ୍ୟ ଏହି ଆନ୍ଦୋଳନକୁ ବ୍ୟାପକ କରାଯିବ। ଏଥିରେ ସାମିଲ ହୋଇ କଂଗ୍ରେସ ନେତା […]
Read More Text.