ସୀମାନ୍ତରେ ବଡ ମାଓ ବଙ୍କର ଠାବ କଲେ ଯବାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରୁ ପୁଣି ଏକ ମାଓ ବଙ୍କର ଠାବ କରିଛନ୍ତି ସୁରକ୍ଷାବାହିନୀ । ସୁକମା ସୀମାନ୍ତବର୍ତ୍ତୀ ଜଂଗଲରେ ନକ୍ସଲ ଲୁଚି ରହିବା ପାଇଁ ମାଓ ସଂଗଠନ ପକ୍ଷରୁ ଏହି ବଡ଼ ବଙ୍କର ନିର୍ମାଣ କରାଯାଇଥିଲା । ୫ ଦିନ ଧରି ସର୍ଚ୍ଚ ଅପରେସନ ବେଳେ ମାଓ ବଙ୍କର ଠାବ କଲେ ଯବାନ । ବଙ୍କରରେ ୩ଟି ରାସ୍ତା ଥିବା ବେଳେ, ପାଣି ସହ ଅନେକ ସୁବିଧା ମଧ୍ୟ ରହିଥିବା ସୂଚନା […]

Read More Text.

ହଠାତ ବନ୍ୟା ପରିସ୍ଥିତି ସୃଷ୍ଟି ହେବାପରେ ଭାରତକୁ ଦାୟୀ କଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁଁ ପାକିସ୍ତାନକୁ ସବୁ ଦିଗରୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ କରିବା ପରେ ପାଣି ପାଇଁ ପାକିସ୍ତାନ ହନ୍ତସନ୍ତ ହୋଇଯିବ ବୋଲି କୁହାଯାଉଛି। ଗତ ଶନିବାର ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଭାରତ କୌଣସି ପୂର୍ବ ସୂଚନା ବିନା ପାକିସ୍ତାନ ମୁଜଫରାବାଦର ହଟିନବାଲା ଅଞ୍ଚଳର ଝେଲମ ନଦୀରେ ଅତିରିକ୍ତ ପାଣି ଛାଡି ଦେଇଛି। ଯେଉଁ କାରଣରୁ ମୁଜାଫରାବାଦରେ ହଠାତ୍ […]

Read More Text.

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ ।  ୨୦୨୪ରେ ନଗମାଙ୍କ ଦୀର୍ଘ ମିଆଦୀ ଭିସା ଅବଧି ସରିଥିଲା । ସେ ଏକ୍ସିଟ୍ ପରମିଟ୍ ଆବେଦନ କରିଥିଲେ ।  ଅତଙ୍କୀ ଆକ୍ରମଣ ପରେ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ ନୋଟିସ୍ ଦିଆଯାଇଥିଲା । ନୋଟିସ୍ ପରେ ସେ ଭୁବନେଶ୍ୱର ଛାଡିଛନ୍ତି । ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ମୁତାବକ ଓଡ଼ିଶାରେ ରହୁଥିବା ୧୨ ଜଣ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡ଼ିବା […]

Read More Text.

ଗାଡି ଓଲଟି ଡ୍ରାଇଭର ସମେତ ୩ ଗୋରୁ ମୃତ; ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ଧୁସୁରି ଏବଂ ପୁରୁଣା ବଜାର ଥାନା ଅଞ୍ଚଳରେ ପୋଲିସର ନାକାବନ୍ଦି ବେଳେ ଧୁସୁରୀ ଥାନା ଅଞ୍ଚଳରେ ବେଆଇନ ଗୋରୁ ଚାଲାଣ ବେଳେ ଅଘଟଣ । ଓଳଟିଲା ବେଆଇନ ଗୋରୁ ଗାଡ଼ି । ଡ଼୍ରାଇଭର ସହ ୩ ଗୋରୁଙ୍କର ମୃତ୍ୟୁ ହୋଇଛି । ଅନେକ ଗୋରୁ ଉଦ୍ଧାର ହୋଇଛନ୍ତି । ତେବେ ଭଦ୍ରକର ଧୁସୁରି ଥାନା ଅଧୀନ ଆସୁରାଲି ଠାରେ ଏକ ବେଆଇନ ଗୋରୁ ବୋଝେଇ ଗାଡ଼ିକୁ ପିଛା କରିଥିଲା ଧୁସୂରୀ ପୋଲିସ । […]

Read More Text.

କରାଚୀରେ ୧୪୪ ଧାରା ଜାରି: ଭାରତର ସମ୍ଭାବ୍ୟ ଆକ୍ରମଣ ପାଇଁ ପ୍ରସ୍ତୁତି

ଇସଲାମାବାଦ୍: ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୫ଦିନ ପରେ ମଧ୍ୟ ପାକିସ୍ତାନ ଏକ ବଡ଼ ଆକ୍ରମଣର ଭୟ କରୁଛି। ଏହି ଭୟ ପାକିସ୍ତାନ ସରକାରଙ୍କ କାର୍ଯ୍ୟରେ ମଧ୍ୟ ଦୃଶ୍ୟମାନ ହେବାରେ ଲାଗିଛି। ଗୋଟିଏ ପଟେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଧାରା ୧୪୪ ଲାଗୁ କରାଯାଇଛି। ଅନ୍ୟପକ୍ଷରେ, ଇସଲାମାବାଦରେ ଲଗାତାର ଉଚ୍ଚସ୍ତରୀୟ ବୈଠକର ଧାରା ଜାରି ରହିଛି। ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଡାର ପ୍ରତିଦିନ ୨-୩ଟି ବୈଠକ କରୁଛନ୍ତି। ଡାର ବୈଠକ ଆୟୋଜନ କରିବା ପାଇଁ […]

Read More Text.

ଦୁଇ ଭାଇଙ୍କୁ ମାରି ଜାଳିଦେଲେ ଦୁର୍ବୃତ୍ତ, ମୃତଦେହ ଜବତ କରି ତଦନ୍ତ କରୁଛି ପୋଲିସ

ଗଞ୍ଜାମ : ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳି ଦେଇଛନ୍ତି ଦୁର୍ବୃତ୍ତ ।  ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି ।  ବେଗୁନିଆପଡ଼ା ଥାନା ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ହତ୍ୟାର ଶିକାର ହୋଇଛନ୍ତି ସୁମଣ୍ଡଳ ଗ୍ରାମର ସଞ୍ଜୟ ବାରିକ ଏବଂ ଅଜୟ ବାରିକ। ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଶାଳବଣ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ପାଳ ପକାଇ ଦୁଇ ଭାଇଙ୍କୁ ପୋଡ଼ି […]

Read More Text.

ଗଛରେ ପିଟି ହେଲା ସ୍କର୍ପିଓ ; ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜୀବନ

ରାଉରକେଲା: ଦିଅଁ ଦର୍ଶନ ସାରି ଫେରିବା ବାଟରେ ଗଛରେ ପିଟି ହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ ଗୁରୁତର । ଝାଡ଼ଖଣ୍ଡ ଚତରାରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ହୋମଗାର୍ଡଙ୍କ ସ୍ତ୍ରୀ, ଶଳାକ, ଆଈ ଓ ଜଣେ ସମ୍ପର୍କୀୟ ମହିଳାଙ୍କ ସମେତ ୪ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ରାଉଲକେଲା ରାଏବଗା ଥାନାର […]

Read More Text.

କର୍ମଜୀବୀ ମହିଳାଙ୍କୁ ଦୁଷ୍କର୍ମ, ପରିବାର ପକ୍ଷରୁ ଥାନାରେ ଅଭିଯୋଗ

ଯାଜପୁର : ଯାଜପୁରରେ ଲଜ୍ଜା ।  କର୍ମଜୀବୀ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ।  ବିରୋଧ କରିବାରୁ ପୀଡିତାଙ୍କୁ ଆକ୍ରମଣ କଲେ ଅଭିଯୁକ୍ତ ।  ଏନେଇ ଥାନାରେ ଅଭିଯୋଗ କରିଛନ୍ତି ମହିଳା ।  ଅଭିଯୋଗର ୭୨ ଘଣ୍ଟା ପରେ ବି ପୋଲିସର ହାତ ଖାଲି ।  ଅଭିଯୋଗ ଅନୁଯାୟୀ, ଗତକାଲି ମହିଳା ଜଣକ ଅଟୋରେ ଯାଉଥିଲେ । ଅଟୋ ଚାଳକଙ୍କ ସମେତ ୩ ଅଭିଯୁକ୍ତ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିଲେ । ସମସ୍ତେ ଗଣଦୁଷ୍କର୍ମ କରିବା ସହ ମହିଳାଙ୍କୁ […]

Read More Text.

ୱେଭ୍ସ ଆନିମେସନ ଚଳଚ୍ଚିତ୍ର ପ୍ରତିଯୋଗିତାର ଫାଇନାଲରେ ଚମକିବେ ଦୁଇ ଓଡ଼ିଆ

ଭୁବନେଶ୍ଵର: ଆସନ୍ତା ମେ ୧ରୁ ୪ ତାରିଖ ପର୍ଯ୍ୟନ୍ତ ମୁମ୍ବାଇରେ ଆୟୋଜିତ ହେବ ବିଶ୍ୱ ଦୃଶ୍ୟ ଶ୍ରାବ୍ୟ ଏବଂ ମନୋରଞ୍ଜନ ଶିଖର ସମ୍ମିଳନୀ-ୱେଭ୍ସ ୨୦୨୫। ୱେଭ୍ସ ଅଧୀନରେ ଆୟୋଜିତ ଆନିମେସନ ଚଳଚ୍ଚିତ୍ର ନିର୍ମାତା ପ୍ରତିଯୋଗିତାର ଫାଇନାଲରେ ଅଂଶଗ୍ରହଣ କରିବା ଲାଗି ସାରା ଦେଶରୁ ୪୨ ଜଣ ଫାଇନାଲିଷ୍ଟଙ୍କୁ ଚୟନ କରାଯାଇଛି। ଓଡ଼ିଶାର ଦୁଇ ଜଣ ପ୍ରତିଯୋଗୀ ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ସେମାନେ ହେଲେ ଯାଜପୁର ଧର୍ମଶାଳା ଜାରକା ଅଞ୍ଚଳର ଭାଗ୍ୟଶ୍ରୀ ଶତପଥୀ ଏବଂ ଭୁବନେଶ୍ୱରର ଋଷଭ ମହାନ୍ତି। […]

Read More Text.

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ଫୁଟୁଛି, ଦେଶ ଆତଙ୍କବାଦ ବିରୋଧରେ ଏକଜୁଟ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ମନ କି ବାତର ୧୨୧ତମ ଏପିସୋଡରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମଗ୍ର ଦେଶ ଦୁଃଖିତ। ଆତଙ୍କବାଦୀ ଆକ୍ରମଣର ଫଟୋ ଦେଖିବା ପରେ ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ଗରମ ହୋଇଯାଇଛି। ଏହି ଆକ୍ରମଣ ଆତଙ୍କବାଦୀଙ୍କ କାପୁରୁଷତାକୁ ଦର୍ଶାଉଛି। କଶ୍ମୀରରେ ଶାନ୍ତି ଫେରି ଆସୁଥିଲା। ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆରମ୍ଭ ହୋଇଥିଲା। କିନ୍ତୁ ଆତଙ୍କବାଦୀଙ୍କୁ […]

Read More Text.