ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କରାଗଲା ବଡ଼ ମହାସ୍ନାନ
ପୁରୀ : ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କରାଗଲା ବଡ଼ ମହାସ୍ନାନ । ଜୟବିଜୟ ଦ୍ୱାର ନିକଟରେ କେହି ବାନ୍ତି କରି ଦେବାରୁ ବଡ ମହାସ୍ନାନ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ କେହି ଭକ୍ତ , ସେବାୟତ ଅବା ଯେକିହି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବସତ ଶରୀରରୁ ରକ୍ତ ପଡିଲେ, ବାନ୍ତି କରିଦେଲେ ଏବଂ ଛୋଟ […]
Read More Text.