ସୁଲଭ ଆବାସ ହେଉଛି ବସ୍ତିମୁକ୍ତ ସହରର ଚାବିକାଠି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ଵର : ବସ୍ତି ଉଚ୍ଛେଦ ଓ ସମସ୍ତ ନାଗରିକଙ୍କ ପାଇଁ ସମ୍ମାନଜନକ ଜୀବନଯାପନ ସୁନିଶ୍ଚିତ କରିବାରେ ସୁଲଭ ଆବାସର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗୁରୁତ୍ବାରୋପ କରିଛନ୍ତି । କ୍ରେଡାଇ ଓଡ଼ିଶା ପକ୍ଷରୁ ଆୟୋଜିତ ଏକ ପ୍ରମୁଖ ରିଅଲ ଇଷ୍ଟେଟ୍ ଓ ହାଉସିଂ ଏକ୍ସପୋର ଉଦଘାଟନ ଅବସରରେ ମନ୍ତ୍ରୀ ବସ୍ତିବାସିନ୍ଦାଙ୍କ ପାଇଁ ଆବାସକୁ ଅଧିକ ସୁଲଭ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଉଥିବା ସକ୍ରିୟ ପଦକ୍ଷେପ […]

Read More Text.

ନ୍ୟାଶନାଲ ପାର୍କ ମାନ୍ୟତା ପାଇଲା ଶିମିଳିପାଳ ଜାତୀୟ ଉଦ୍ୟାନ

କେନ୍ଦୁଝର : ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର ମାନ୍ୟତା ପାଇ ନ ଥିଲା। ତେବେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଚିଠି ନମ୍ବର ୯୫୦୦/୨୪-୪-୨୦୨୫ରେ ଏହାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ଜଙ୍ଗଲ, ପରିବେଶ ତଥା ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ଏନେଇ ସୂଚନା ଦେଇଛନ୍ତି। ଜାତୀୟ […]

Read More Text.

ପହଲଗାମ ଆତଙ୍କବାଦୀ ଆକ୍ରମଣ ପଛରେ ପାକିସ୍ତାନର ହାତ ଅଛି ବୋଲି ଭାରତ ପ୍ରମାଣ ଦେଉ – ଇସାକ ଡାର

ଇସଲାମାବାଦ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ପାକିସ୍ତାନ ଚ୍ୟାଲେଞ୍ଜ କରିଛି। ସେ କହିଛନ୍ତି ଯେ ଯଦି ଭାରତ ପାଖରେ ଆକ୍ରମଣର କୌଣସି ପ୍ରମାଣ ଅଛି, ତେବେ ତାହା ଉପସ୍ଥାପନ କରିବା ଉଚିତ। ଜାତୀୟ ସୁରକ୍ଷା କମିଟି ବୈଠକ ପରେ ଗୁରୁବାର (୨୪ ଏପ୍ରିଲ, ୨୦୨୫) ଏକ ସାମ୍ବାଦିକ ସମ୍ମିଳନୀରେ ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇସାକ ଡାର ଏହା କହିଛନ୍ତି। ସେ କହିଛନ୍ତି, ‘ଭାରତ ସବୁଥର ପରି ଦୋଷ ଦେଉଛି, ଏଥର […]

Read More Text.

ପାକିସ୍ତାନ ନାଗରିକଙ୍କ ଭିସା ବାତିଲ ପରେ ଅଡୁଆରେ ସୀମା ହାଇଦର

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରି ଦେଶରେ ରହୁଥିବା ସମସ୍ତ ପାକିସ୍ତାନୀ ନାଗରିକଙ୍କ ଭିସା ବାତିଲ କରିଛନ୍ତି। ଏହା ସହିତ, ୪୮ ଘଣ୍ଟା ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ନିଷ୍ପତ୍ତି ପରେ, ପାକିସ୍ତାନରୁ ଭାରତ ଆସିଥିବା ସୀମା ହାଇଦର ପାକିସ୍ତାନ ଫେରିବେ କି ନାହିଁ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସୀମା ହାଇଦର ନେପାଳ ଦେଇ ଭାରତ ଆସିଥିଲେ ଏବଂ ଭାରତୀୟ ଯୁବକ […]

Read More Text.

ବାହା ଆଜି ନହେଲେ କାଲି ହେବି, ହେଲେ ସରକାର ୱାଘା-ଅଟାରୀ ସୀମାକୁ ବନ୍ଦ କରି ଉଚିତ ନିଷ୍ପତ୍ତି ନେଇଛନ୍ତି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ୱାଘା-ଅଟାରୀ ସୀମାକୁ ବନ୍ଦ କରିଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ସୀମା ଦେଇ କେହି ପାକିସ୍ତାନରୁ ଭାରତ ଆସିପାରିବେ ନାହିଁ। କି କେହି ଭାରତରୁ ପାକିସ୍ତାନ ଯାଇ ପାରିବେ ନାହିଁ। ଏଭଳି ପରିସ୍ଥିତି ହେତୁ ରାଜସ୍ଥାନର ବାସିନ୍ଦା ଶୈତାନ ସିଂହଙ୍କ ବିବାହକୁ ସ୍ଥଗିତ ରଖାଯାଇଛି। ଶୈତାନଙ୍କ ବିବାହ ପାକିସ୍ତାନରେ ହେବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ସାରିଥିଲା। ଏଭଳି ପରିସ୍ଥିତିରେ ଆତଙ୍କବାଦୀ ଆକ୍ରମଣ ଦୁଇ ପରିବାରକୁ ନିରାଶ କରି ଦେଇଛି। […]

Read More Text.

ପାକିସ୍ତାନ ଦୂତାବାସ ବାହାରେ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ : ପହେଲଗାଓଁ ଆକ୍ରମଣ ଘଟଣାର ନିନ୍ଦା କରି ଭାରତୀୟମାନେ ନୂଆଦିଲ୍ଲୀସ୍ଥିତ ପାକିସ୍ତାନ ଦୂତାବାସ ବାହାରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ଘଟଣା ଦୁଇଦେଶ ମଧ୍ୟରେ ଖରାପ ଥିବା ସମ୍ପର୍କକୁ ଆହୁରି ତିକ୍ତ କରିଦେଇଥିବାବେଳେ ଭାରତୀୟମାନେ ଏକାଠି ହୋଇ ପାକ୍‌ ସରକାର ବିରୋଧରେ ଦୂତାବାସ ଆଗରେ ବିଭିନ୍ନ ନାରା ଦେଇଛନ୍ତି। ଆକ୍ରମଣ ପଛରେ ପାକିସ୍ତାନର ହାତ ଥିବା ଜଣାପଡ଼ିଥିବାରୁ ଭାରତ ସରକାର କୂଟନୈତିକ ସ୍ତରରେ ପାକ୍ ବିରୋଧରେ ଦୃଢ଼ ପଦକ୍ଷେପ ନେଇଛନ୍ତି। ନୂଆଦିଲ୍ଲୀରେ ଥିବା ପାକ୍‌ […]

Read More Text.
Onn

ଆତଙ୍କୀଙ୍କ ଗୁଳିରେ ନିଧନ ପ୍ରଶାନ୍ତ ଶତପଥୀଙ୍କୁ ଲୁହ ଓ କୋହରେ ବିଦାୟ। ବାଲେଶ୍ବର ଇସାଣୀ ଗାଁ ମଶାଣିରେ ମୁଖାଗ୍ନି ଦେଲା ୯ ବର୍ଷର ପୁଅ।

ଆତଙ୍କୀଙ୍କ ଗୁଳିରେ ନିଧନ ପ୍ରଶାନ୍ତ ଶତପଥୀଙ୍କୁ ଲୁହ ଓ କୋହରେ ବିଦାୟ। ବାଲେଶ୍ବର ଇସାଣୀ ଗାଁ ମଶାଣିରେ ମୁଖାଗ୍ନି ଦେଲା ୯ ବର୍ଷର ପୁଅ।

Read More Text.

ଏମିତି ଦଣ୍ଡ ମିଳିବ ଯାହା ସେମାନେ କେବେ କଳ୍ପନା ବି କରିନଥିବେ – ମୋଦି

ପାଟନା : ପହେଲଗାଓଁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କୁ ଚିହ୍ନଟ କରାଯିବ। ସେମାନଙ୍କୁ ଗୋଟି ଗୋଟି କରି ଖୋଜାଯିବ ଏବଂ ଦଣ୍ଡିତ କରାଯିବ। ଯେଉଁମାନେ ଏହି କାଣ୍ଡ ପଛରେ ରହିଛନ୍ତି ସେମାନଙ୍କୁ ତାଙ୍କ କଳ୍ପନାଠାରୁ ବହୁତ ବଡ଼ ଦଣ୍ଡ ଦିଆଯିବ, ଯାହା ବିଷୟରେ ସେମାନେ କେବେ ଚିନ୍ତା ବି କରି ନ ଥିଲେ। ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହେଲଗାଓଁ ଆକ୍ରମଣ ପଛରେ ଥିବା ଆତଙ୍କୀମାନଙ୍କୁ ଏଭଳି କଠୋର ଚେତାବନୀ ଦେଇଛନ୍ତି। ବିହାରରେ ଆୟୋଜିତ ଏକ […]

Read More Text.

ପାକିସ୍ତାନର ସରକାରୀ ‘X’ ହ୍ୟାଣ୍ଡେଲ ଭାରତରେ ବ୍ଲକ

ନୂଆଦିଲ୍ଲୀ : ଜାମ୍ମୁ କାଶ୍ମୀର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ସରକାର ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଜି ସାମାଜିକ ଗଣମାଧ୍ୟମ ଏକ୍ସ (ପୂର୍ବରୁ ଟ୍ୱିଟର) ପାକିସ୍ତାନ ସରକାରଙ୍କ ଏକ୍ସ ଆକାଉଣ୍ଟକୁ ବ୍ଲକ କରିଛନ୍ତି। ଫଳରେ ଏହା ଭାରତକୁ ଦୃଶ୍ୟମାନ ହେବ ନାହିଁ। କେନ୍ଦ୍ର ପ୍ରଯୁକ୍ତି ବିଦ୍ୟା ମନ୍ତ୍ରାଳୟ ପାକିସ୍ତାନ ବିରୋଧରେ ପଦକ୍ଷେପ ସ୍ୱରୂପ ପାକିସ୍ତାନ ସରକାରଙ୍କ ଏକ୍ସ ଆକାଉଣ୍ଟକୁ ଭାରତରେ ପ୍ରତିବନ୍ଧ କରାଯାଇଥିବା ଜଣାପଡିଛି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ କର୍ତ୍ତୃପକ୍ଷଙ୍କୁ ଏନେଇ ତୁରନ୍ତ ପଦକ୍ଷେପ […]

Read More Text.

ଭୁଲବଶତଃ ଆନ୍ତର୍ଜାତୀୟ ସୀମା (ଜିରୋ ଲାଇନ) ପାର କରି ପାକିସ୍ତାନ ଅଞ୍ଚଳରେ ପ୍ରବେଶକରିଗଲେ ବିଏସଏଫ ଯବାନ

ନୂଆଦିଲ୍ଲୀ,୨୪।୪: ପଞ୍ଜାବର ଫିରୋଜପୁର ସେକ୍ଟରରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଛି। ବୁଧବାର ଭାରତୀୟ ସୀମା ସୁରକ୍ଷା ବଳ (ବିଏସଏଫ)ର ଜଣେ ଯବାନ ଡ୍ୟୁଟି ସମୟରେ ଭୁଲବଶତଃ ଆନ୍ତର୍ଜାତୀୟ ସୀମା (ଜିରୋ ଲାଇନ) ପାର କରି ପାକିସ୍ତାନ ଅଞ୍ଚଳରେ ପ୍ରବେଶ କରିଥିଲେ। ଏହା ପରେ ପାକିସ୍ତାନ ରେଞ୍ଜର୍ସ ତାଙ୍କୁ ଅଟକ କରିଛନ୍ତି। ସୂତ୍ରରୁ ପ୍ରକାଶ, ଏହି ଘଟଣା ଫିରୋଜପୁର ଜିଲାର ଜଲୋକ ଡୋନା ପୋଷ୍ଟ ନିକଟରେ ଘଟିଛି। ବିଏସଏଫ ଯବାନ ନିଜ ନିୟମିତ ପାଟ୍ରୋଲିଂ କାର୍ଯ୍ୟରେ ନିୟୋଜିତ […]

Read More Text.