ରାସନ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ: ଅରୁଣ କଲେ କଟାକ୍ଷ

ପୁରୀ: ପୁରୀର ତାଳବଣିଆଠାରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ୬ ଲକ୍ଷ ରାସନ କାର୍ଡ ବାଣ୍ଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାତ୍ମା ଗାନ୍ଧୀ କହୁଥିଲେ, ‘ଭାରତ ଗ୍ରାମରେ ବାସ କରେ’। ଏଥିରେ କୌଣସି ଦ୍ଵିମତ ନାହିଁ। ଦେଶର ସମୁଦାୟ ଜନସଂଖ୍ୟାର ପ୍ରାୟ ୬୯ ପ୍ରତିଶତ ଗ୍ରାମରେ ବାସ କରନ୍ତି। ଓଡ଼ିଶାର ୮୩ ପ୍ରତିଶତ ଲୋକେ ଗ୍ରାମରେ ବାସ କରନ୍ତି । ତେଣୁ, ଯେତେଦିନ ପର୍ଯ୍ୟନ୍ତ ଗ୍ରାମର ବିକାଶ […]

Read More Text.

ପ୍ରଧାନମନ୍ତ୍ରୀ ମୋଦିଙ୍କ ଚେତାବନୀ ପରେ ଆକ୍ସନ ମୁଡ୍ ରେ ଭାରତୀୟ ସେନା । ସମୁଦ୍ରରେ ନୌସେନାର ଜୋରଦାର୍ ପ୍ରସ୍ତୁତି। INS ସୁରତରୁ ଅତ୍ୟାଧୁନିକ  ବିଧ୍ୱଂସକାରୀ କ୍ଷେପଣାସ୍ତ୍ର ପରୀକ୍ଷା କଲା ଭାରତୀୟ ନୌସେନା।

Read More Text.

ପ୍ରଶାନ୍ତ ଶତପଥୀଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ

ବାଲେଶ୍ୱର: ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶେଷ ଦର୍ଶନ କରିଛନ୍ତି । ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଇସାଣୀ ଗାଁରେ ପହଞ୍ଚି ଶେଷ ଦର୍ଶନ କରିବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏହାସହିତ ମୃତକଙ୍କ ପରିବାକୁ ସହାୟତା ରାଶି ମଧ୍ୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ, ମୃତ ପ୍ରଶାନ୍ତଙ୍କ ପରିବାରକୁ ରାଜ୍ୟ ସରକାରଙ୍କ […]

Read More Text.

ଜିଲ୍ଲା ସ୍ତରୀୟ କନିଷ୍ଠ ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ବାରିପଦା: ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଜିଲ୍ଲା ସ୍ତରୀୟ କନିଷ୍ଠ ପୁରୁଷ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଯାଇଛି I ପ୍ରତ୍ୟେକ ଦଳ ୯ ଜଣ ୧୯ ବର୍ଷରୁ କାମ ଓ ୬ ଜଣ ୧୬ ବର୍ଷରୁ କମ ବୟସର ଖେଳାଳିଙ୍କୁ ନେଇ ଗଠିତ I ମ୍ୟାଚରେ ଗୋଟିଏ ଦଳରେ ଦଳରେ ୭ ଜଣ ୧୯ ବର୍ଷରୁ କମ ଓ ୪ ଜଣ ୧୬ ବର୍ଷରୁ କମ ଖେଳାଳି ରହିବା ଅନିବାର୍ଯ୍ୟ ବୋଲି କ୍ରିକେଟ ସମ୍ପାଦକ ପ୍ରସନ୍ନଜିତ ମହାନ୍ତି […]

Read More Text.

ଶିକ୍ଷକ ନେତା ଗଣେଶ୍ୱର ପଣ୍ଡାଙ୍କ ବିୟୋଗ

ବାରିପଦା: ମୟୁରଭଞ୍ଜ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଙ୍ଘ ତଥା ନିଖିଳ ଉତ୍କଳ ପ୍ରାଥମିକ ଫେଡେରେସନର ବର୍ଷିଆନ ଶିକ୍ଷକ ନେତା ସ୍ବର୍ଗତ ଗଣେଶ୍ୱର ପଣ୍ଡା ଗତକାଲି ୯୦ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଛନ୍ତି I ତାଙ୍କ ମୃତ୍ୟୁ ଶିକ୍ଷକ ସମାଜ ପାଇଁ ଏକ ଅପୂରଣୀୟ କ୍ଷତି ତଥା ତାଙ୍କ ଅବଦାନ ଶିକ୍ଷକ ସମାଜ କେବେ ଭୁଲି ପାରିବ ନାହିଁ ବୋଲି ପୂର୍ବତନ ଜିଲ୍ଲା ସମ୍ପାଦକ ଶମ୍ଭୁନାଥ ପାଣି ପ୍ରକାଶ କରିଛନ୍ତି I ଯେଉଁ ସମୟରେ ଓଡ଼ିଶାର ଶିକ୍ଷକ […]

Read More Text.

ଦୁଇ ବାଇକ୍ ମୁହାଁମୁହିଁ, ଜଣେ ମୃତ ଜଣେ ଗୁରୁତର

ବାରିପଦା: ରାଞ୍ଚି – ବିଜୟଓ୍ବାଡା ଜାତୀୟ ରାଜପଥ ୨୨୦ ନମ୍ବର ରାସ୍ତା ରାଇରଙ୍ଗପୁର ଠାରୁ ୫ କିମି ଦୂର ରାଇରଙ୍ଗପୁର କଲେଜ ସନ୍ନିକଟ ପେଟ୍ରୋଲ ପମ୍ପ ଛକରେ ବାଇକ ସହ ବାଇକ୍ ସହ ବାଇକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ସୂଚନାଯୋଗ୍ୟ ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ମହିଷାନେଦା ଗ୍ରାମର ମନୋରଞ୍ଜନ ଗୋପ(୪୨) ପେଟ୍ରୋଲ ପମ୍ପ ଛକରେ ବାଇକ(OD11M5241) ରେ ଯାଉଥିବାବେଳେ ଅନ୍ୟ ଏକ ବାଇକ୍(ODO1AL 9361) ସହ ମୁହାଁମୁହିଁ […]

Read More Text.

ବିଚ୍ଛିନ୍ନାଞ୍ଚଳରେ ବରପୁତ୍ରଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ଦେଲେ ଓଡ଼ିଆ ଭାଇ

ବାରିପଦା: ବିଚ୍ଛିନ୍ନାଞ୍ଚଳ ତଥା ଝାଡ଼ଖଣ୍ଡର ପୂର୍ବ ସିଂଭୂମ ସମେତ ଜାମସେଦପୁରରେ ଓଡ଼ିଶାର ବରପୁତ୍ର ସମେତ ମାନଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ବିଶ୍ଵ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ ଅବସରରେ ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ଡଃ ଦିନେଶ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଶାସନ ଗମ୍ଭାରିଆ ଠାରେ ଥିବା ଉତ୍କଳମଣି ଗୋପବନ୍ଧୁ ପ୍ରତିମୂର୍ତ୍ତି ସମେତ ଗୁହ୍ୟାପାଳ , ବହଡ଼ାଗୋଡା ଖଣ୍ଡାମୌଦା, ପାଞ୍ଚରୋଳିଆ ଠାରେ ଥିବା ଭିନ୍ନ ଭିନ୍ନ ପ୍ରତିମୂର୍ତ୍ତି କୁ ସଫେଇ ଓ ସଂରକ୍ଷଣ କାର୍ଯ୍ୟ କରା ଯାଇଥିବା […]

Read More Text.

ନବଯୁଗ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ପାଳିତ

ବାରିପଦା: ସ୍ଥାନିୟ ପୋଡା ଅସ୍ତିଆଠାରେ ଥିବା ନବଯୁଗ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଆଇନଜୀବି ତଥା ସମାଜସେବୀ ଅଶ୍ୱିନୀ କୁମାର ମହାନ୍ତଙ୍କ ସଭାପତିତ୍ୱରେ ବିଦ୍ୟାଳୟ ପରିସରରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ “ପ୍ରତିଶ୍ରୁତି” ପତ୍ରିକାର ସମ୍ପାଦକ ବରିଷ୍ଠ ସାହିତ୍ୟିକ ଓ ଜଗନ୍ନାଥ ସଂସ୍କୃତିର ଗବେଷକ ଭାଗବତ ପଣ୍ଡା ମୁଖ୍ୟ ଅତିଥି, ସମାଜସେବୀ ତଥା ସାମ୍ବାଦିକ କାଶୀନାଥ ସିଂ, ମୁଖ୍ୟବକ୍ତା ତଥା ସୁନାରାମ ମହାନ୍ତ ଓ ସୁମନ୍ତ କୁମାର ମହାନ୍ତ ସମ୍ମାନିତ ଅତିଥିଭାବେ […]

Read More Text.

ଅଣ ଆବାସିକ ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିର ଆରମ୍ଭ

ବାରିପଦା – ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ଓ ଜିଲ୍ଲାପ୍ରଶାସନ ମୟୁରଭଞ୍ଜଙ୍କ ତତ୍ୱାବଧାନରେ ଆସନ୍ତା ତା: ୨୧.୦୪.୨୦୨୫ ରିଖ ଠାରୁ ତା:୦୧.୦୬.୨୦୨୫ ରିଖ ପର୍ଯ୍ୟନ୍ତ ସକାଳ ୬.୩୦ ରୁ ୮.୩୦ ଘଟିକା ଓ ସନ୍ଧ୍ୟା ୪.୩୦ ରୁ ୬.୩୦ ଘଟିକା ପର୍ଯ୍ୟନ୍ତ ବାରିପଦା ଷ୍ଟାଡ଼ିୟମ ପଡିଆ ଠାରେ ଅଣ ଆବାସିକ ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଯାଇଅଛି । ଫୁଟବଲ କୁ ରୁଚିରଖୁଥିବା ୮ ବର୍ଷ ରୁ ୧୬ ବର୍ଷର ବାଳକ […]

Read More Text.

ନାବାଳିକା ଦୁଷ୍କର୍ମକାରୀ କୁ କୋଡିଏ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା

ବାରିପଦା : ଆଜି ଜନୈକା ନଅ ବର୍ଷ ର ନାବାଳିକା ସହିତ ହୋଇଥିବା ଏକ ଦୁଷ୍କର୍ମ ସଂକ୍ରାନ୍ତ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଅନ୍ତର୍ଗତ ବଡ଼ଦୁନ୍ଦୁ ଗ୍ରାମର ଏମ ଡ଼ି ମୁସ୍ତକିମ (35) କୁ ଦଫା 6 ଅଫ ପୋକ୍ସ ଆକ୍ଟ ଅନୁଯାୟୀ କୋଡିଏ ବର୍ଷ ସଶ୍ରମ କାରାଦଣ୍ଡ […]

Read More Text.