ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ଦିନ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ମାକାରିଓସ୍ III’ ପ୍ରଦାନ କରାଯାଇଛି। ସାଇପ୍ରସର ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରିଛନ୍ତି। ପୁରସ୍କାର ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମୁଁ ସାଇପ୍ରସର ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ମାକାରିଓସ୍ III’ ସମ୍ମାନ ପାଇ ବହୁତ ଖୁସି। ଏହାକୁ ମୁଁ ଉଭୟ ଦେଶ ମଧ୍ୟରେ ଥିବା […]
Read More Text.