ଜୁନ୍ ୧୮ ତାରିଖ ବଦଳରେ ୨୦ରେ ଖୋଲିବ ସ୍କୁଲ୍
ଭୁବନେଶ୍ୱର : ୨୦ରେ ଖୋଲିବ ସ୍କୁଲ । ଜୁନ୍ ୧୮ ତାରିଖ ବଦଳରେ ୨୦ରେ ଖୋଲିବ ସ୍କୁଲ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ DEOଙ୍କୁ ଚିଠି ଲେଖାଯାଇଛି । ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ । ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ । ତେବେ ଏପ୍ରିଲ ୨୩ରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିଥିଲା । ରାଜ୍ୟରେ ଚାଲିଥିବା ଭୀଷଣ […]
Read More Text.