ସୁନ୍ଦରଗଡ଼ ଜଙ୍ଗଲରେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିକଟସ୍ଥ ଏକ ଜଙ୍ଗଲରେ ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ତଲସରା ଥାନା ଅଧୀନସ୍ଥ ଏକ ଦୁର୍ଗମ ଅଞ୍ଚଳରେ ଏହି ଘଟଣା ଘଟିଛି। ଝିଅ ଜଣକ ନିକଟରେ ଏକୋସିଆ ଭୋଜିରେ ଯୋଗ ଦେବାକୁ ଯାଇଥିଲେ। ପରେ ସେ ଅନ୍ୟ ଦୁଇ ନାବାଳିକା ଝିଅଙ୍କ ସହିତ ଘରକୁ ଫେରୁଥିବା ବେଳେ ଅଭିଯୁକ୍ତମାନେ ସେମାନଙ୍କୁ ଅଟକାଇଥିଲେ। ଏହି ସମୟରେ ଭୟରେ ଅନ୍ୟ […]

Read More Text.

୨ ପୋଲିସ୍‌ କର୍ମଚାରୀଙ୍କ ମୃତ୍ୟୁ ଘଟଣା, ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା । ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳୁ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ ବେଳେ କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ପୋଲିସ ପିସିଆରକୁ ଏକ […]

Read More Text.

ମନି ଲଣ୍ଡରିଂ ମାମଲା, ମହେଶବାବୁଙ୍କୁ ଇଡି ସମନ

ହାଇଦ୍ରାବାଦ : ମନି ଲଣ୍ଡରିଂ ମାମଲାରେ ଏପ୍ରିଲ ୨୮ ତାରିଖରେ ହାଜର ହେବାକୁ ଲଗୁ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)  ସମନ ଜାରି କରିଛି। ହାଇଦ୍ରାବାଦରେ ଏକ ରିଅଲ୍ ଇଷ୍ଟେଟ୍ ଠକେଇ ମାମଲାରେ ଟଲିଉଡ୍ ସୁପରଷ୍ଟାର ମହେଶ ବାବୁଙ୍କୁ  ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ ଜାରି କରିଛି। ହାଇଦ୍ରାବାଦର ଦୁଇଟି ରିଅଲ୍ ଇଷ୍ଟେଟ୍ ଗୋଷ୍ଠୀ କ୍ରେତାଙ୍କୁ ଠକିବା ଏବଂ ମନି ଲଣ୍ଡରିଂ କାର୍ଯ୍ୟରେ ଲିପ୍ତ ଥିବା ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ରିପୋର୍ଟ ଅନୁଯାୟୀ, ମହେଶ ଦୁଇଟି […]

Read More Text.

ପୋପ୍‌ ଫ୍ରାନ୍ସିସ୍‌ଙ୍କ ବିୟୋଗରେ ରାଜ୍ୟରେ ୩ ଦିନିଆ ଶୋକ

ଭୁବନେଶ୍ୱର: ରୋମାନ କାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସଙ୍କର ବିୟୋଗ ଘଟିଛି । ତାଙ୍କ ସମ୍ମାନାର୍ଥେ ସାରା ଭାରତରେ ତିନି ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ । ଏନେଇ ୩ ଦିନ ଧରି ଶୋକ ପାଳିବ ରାଜ୍ୟ । ଏପ୍ରିଲ ୨୨ ଅର୍ଥାତ୍ ଆଜି ଏବଂ ଏପ୍ରିଲ ୨୩ ତାରିଖରେ ରାଜ୍ୟ ସରକାର ଶୋକ ଦିବସ ପାଳନ କରିବେ । ସେହିଭଳି ଶେଷକୃତ୍ୟ ଦିନ ମଧ୍ୟ ରାଜ୍ୟରେ ପାଳନ ହେବ ଶୋକ ଦିବସ ବୋଲି […]

Read More Text.

ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା, ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ

କଟକ: ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ । ଅନ୍ୟ ଜଣେ ଗୁରୁତର । କଟକ ଗତି ରାଉତପାଟଣା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ହୋମଗାର୍ଡ ଓ ଅନ୍ୟଜଣେ କନେଷ୍ଟବଳ ଥିଲେ । ଗୁରୁତର ପୋଲିସ କର୍ମଚାରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ପିସିଆର ଗାଡିଟି CRRI ଥାନାରେ ନିୟୋଜିତ ଥିଲା । ଆଜି ସକାଳୁ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ ବେଳେ କଟକ-ପାରାଦୀପ ରାସ୍ତାର […]

Read More Text.

ପୋଖରୀରେ ପଡ଼ି ଶିଶୁ ମୃତ 

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମହୁଲଡିହା ଗ୍ରାମକୁ ଝାରଖଣ୍ଡ ରାଜ୍ୟର ପରଶୁଡିହି ଥାନା ଅନ୍ତର୍ଗତ ଗଳାପତି ଗ୍ରାମର ରାଜେଶ ପାତ୍ରଙ୍କ  ପୁଅ ଅଭିଷେକ ପାତ୍ର  (୧୧)ମାମୁଁ  ଘରକୁ ଖରା ଛୁଟିରେ ବୁଲିବାକୁ ଆସିଥିଲେ ।ଆଜି ୧୧ ଟା ପାଖାପାଖି  ଶୌଚ ପାଇଁ ଯାଇ ପୋଖରୀ ଭିତରକୁ ଆସି ପଡ଼ି ବୁଡ଼ି ଯାଇଥିଲେ  ।ଘରେ ଲୋକେ ଖୋଜାଖୋଜି କରି ପୋଖରୀରୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନାକୁ ଆଣିଥିଲେ । ଡାକ୍ତର ମୃତ ଘୋଷଣା କରିଥିଲେ […]

Read More Text.

ବଳାଙ୍ଗୀ ମହୋତ୍ସବ ଉଦଯାପିତ, କଳା ସଂସ୍କୃତି ହିଁ ଗୋଟିଏ ଭୂଖଣ୍ଡର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥାଏ 

ବାରିପଦା- ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ପାଳନ ଉପଲକ୍ଷେ ବାରିପଦା ଠାରେ ଏପ୍ରିଲ 14 ତାରିଖରୁ ଆରମ୍ଭ ହୋଇଥିବା ମୟୁରଭଞ୍ଜର ମହାନ ଗଣପର୍ବ ବଳାଙ୍ଗୀ ମହୋତ୍ସବ ଉଦଯାପିତ ହୋଇ ଯାଇଛି. ମହୋତ୍ସବ କମିଟିର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବାରିପଦା ବିଧାୟକ ପ୍ରକାଶ ସୋରେନ, ସମ୍ମାନିତ ଅତିଥି ଭାବରେ ଶିକ୍ଷବିତ ସମାଜସେବୀ ମୂର୍ଚ୍ଛନା ଦାସପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ସୌରଭ ପଟ୍ଟନାୟକ, […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଆଣ୍ଟି-ର‍୍ୟାଗିଂ ଉପରେ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ପାଇଁ ଅଭିମୁଖୀକରଣ ଓ ପରାମର୍ଶ କାର୍ଯ୍ୟକ୍ରମ

ବାରିପଦା  : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଆଣ୍ଟି-ର‍୍ୟାଗିଂ ଉପରେ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ପାଇଁ ଅଭିମୁଖୀକରଣ ଓ ପରାମର୍ଶ କାର୍ଯ୍ୟକ୍ରମ ଏବଂ ଅଣଶିକ୍ଷକ କର୍ମଚାରୀଙ୍କ ପାଇଁ ସମ୍ବେଦୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଯୋଗ ଦେଇ ନିଜ ବକ୍ତବ୍ୟରେ ଏହି ବିଶ୍ୱବିଦ୍ୟାଳୟର ଇତିହାସରେ ର‍୍ୟାଗିଂ ଘଟଣା ନ ଘଟିଥିବା ଏକ ଆନନ୍ଦର ବିଷୟ ବୋଲି ମତଦେବା ସହ ଛାତ୍ରଛାତ୍ରୀମାନଙ୍କୁ ବିଶ୍ୱବିଦ୍ୟାଳୟକୁ ନିଜ ଘର ମନେ କରି […]

Read More Text.

ମେ ୫ ଓ ମେ ୨୦ ଦେଶବ୍ୟାପୀ ବିକ୍ଷୋଭ, ସାଧାରଣ ଧର୍ମଘଟର ସଫଳତା ପାଇଁ ଏଆଇଟିୟୁସି, ମୟୂରଭଞ୍ଜ ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ 

ବାରିପଦା: ଅଖିଳ ଭାରତ ଟ୍ରେଡ ୟୁନିଅନ କଂଗ୍ରେସ, ଏଆଇଟିୟୁସି ମୟୂରଭଞ୍ଜ ଜିଲ୍ଲା ସମ୍ମେଳନ ସ୍ଥାନୀୟ ହାମିଲଟନ ଆମ୍ବ ବଗିଚାରେ ମହିଳା ଶ୍ରମିକ ସାଥୀ ସୁବାସିନୀ ବିନ୍ଧାଣିକ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି। ଏହି ସମ୍ମେଳନକୁ ସିପିଆଇ, ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ସାଥୀ ଡା ପ୍ରଶାନ୍ତ ମିଶ୍ର ଉଦଘାଟନ କରି କହିଥିଲେ, କେନ୍ଦ୍ରରେ ବିଜେପି କ୍ଷମତା ଦଖଲ କଲା ପରେ କର୍ପୋରେଟ ସ୍ୱାର୍ଥରେ ଶ୍ରମିକମାନଙ୍କ ପାଇଁ ଉଦ୍ଦିଷ୍ଟ ଶ୍ରମ ଆଇନ ଗୁଡିକୁ କେନ୍ଦ୍ରୀୟ ଶ୍ରମିକ ସଂଗଠନ ମାନଂକ […]

Read More Text.

ଜାତୀୟ ରଗବୀ ପ୍ରତିଯୋଗିତାରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀରୁ ଭାଗନେବେ ୩ ଖେଳାଳୀ

ବାରିପଦା: ଆସାମର ଗୌହାଟୀ ଠାରେ ଚଳିତ ମାସ ୨୩ ରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ରଗବୀ ପ୍ରତିଯୋଗିତା-୨୦୨୫ ମହିଳା ବିଭାଗରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀର ୩ ଜଣ ମହିଳା ଓଡ଼ିଶା ଦଳରେ ସ୍ଥାନ ପାଇଛନ୍ତି,  ସେମାନେ ହେଲେ; ସନ୍ଧ୍ୟାରାଣୀ ଟୁଡୁ, ସୁନୀତା ହାଁସଦା ଓ ଲିଲମୁନି ହାଁସଦା I ତାଙ୍କର ଏହି ସଫଳତାର ଖବର ପାଇ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସାଧାରଣ ସମ୍ପାଦକ ବିଜୟ କୁମାର ଦାସ, ଏକାଡେମୀର ନିର୍ଦ୍ଦେଶକ […]

Read More Text.