ରାମ ମନ୍ଦିର ଦାନ ଅର୍ଥ ଦୁର୍ନୀତି ମାମଲା; ଚମ୍ପତ ରାୟ ଓ ଅନିଲ ମିଶ୍ରଙ୍କୁ କ୍ଲିନ୍ଚିଟ୍
ଅଯୋଧ୍ୟା : ଅଯୋଧ୍ୟା ଶ୍ରୀ ରାମ ମନ୍ଦିର ଦାନ ଅର୍ଥ ଦୁର୍ନୀତି ମାମଲାରେ ଏସଆଇଟି ନିଜର ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିଛି । ଏହି ରିପୋର୍ଟରେ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପୂର୍ବତନ ମହାସଚିବ ଚମ୍ପତ ରାୟ ଏବଂ ଟ୍ରଷ୍ଟର ସଦସ୍ୟ ଅନିଲ ମିଶ୍ରଙ୍କୁ କ୍ଲିନ ଚିଟ୍ ପ୍ରଦାନ କରିଛି SIT । ଉଭୟଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗଗୁଡ଼ିକ ସତ୍ୟ ବୋଲି ପ୍ରମାଣିତ ହୋଇନାହିଁ । ଖବର ମୁତାବକ, ରାମ ମନ୍ଦିର ଦାନଅର୍ଥ ହେରଫେର ମାମଲାରେ […]
Read More Text.