ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ ପାଳିତ, ବରପୁତ୍ରଙ୍କୁ ଉଚିତ ସମ୍ମାନ ଦେବା ପାଇଁ ଶପଥ 

ସବୁଠି ବରପୁତ୍ର ଙ୍କ ପ୍ରତିମୂର୍ତ୍ତି ସ୍ଥଳ ରେ ସଫେଇ ସହିତ ଶ୍ରଦ୍ଧା ସୁମନ ଅର୍ପଣ  ବାରିପଦା : ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଆମେ ମୟୂରଭଂଜିଆ ର ଆହ୍ୱାନ କ୍ରମେ ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏପ୍ରିଲ 21 ତାରିଖରେ ସବୁଠି ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ଏବଂ ଶ୍ରଦ୍ଧା ଓ ଆନ୍ତରିକତାର ସହିତ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ ପାଳିତ ହୋଇଛି l ଜିଲ୍ଲାର ଚାରି ଗୋଟି ଉପଖଣ୍ଡ ର ବିଭିନ୍ନ […]

Read More Text.

ଚିନ୍ତା ଚେତନା ସାହିତ୍ୟ ସଂସଦ ବାର୍ଷିକୋତ୍ସବ

ଆଗରପଡ଼ା :ଆଗରପଡ଼ା ଚିନ୍ତା ଚେତନା ସାହିତ୍ୟ ସଂସଦ ବାର୍ଷିକ ଉତ୍ସବ ସ୍ଥାନୀୟ ଜିଲ୍ଲା ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂସଦ ସଭାପତି ବାଞ୍ଛାନିଧି ରାଉଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଉଦ୍‌ଘାଟକ ଭାବେ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ସରୋଜ ଦତ୍ତ, ମୁଖ୍ୟ ଅତିଥି ଡାଏଟ୍ ଅଧ୍ୟକ୍ଷ ଡଃ କାର୍ତ୍ତିକେଶ୍ୱର ରାଉଳ,ମୁଖ୍ୟ ବକ୍ତା ବିଶିଷ୍ଟ ସାହିତ୍ୟିକ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ,ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟାପକ ପ୍ରଭାସ ଚନ୍ଦ୍ର ମହାପାତ୍ର ଯୋଗଦେଇ ଅଧିକ ପାଠକ ସୃଷ୍ଟି […]

Read More Text.

ସରକାରୀ ନିୟମର ଖୋଲା ଉଲଂଘନ, ଶିକ୍ଷକଙ୍କ ମନମାନିରେ ଚାଲିଛି ପାଠପଢା

ସକାଳୁଆ ସ୍କୁଲ ପ୍ରହସନ ପାଲଟିଛି ଆଗରପଡ଼ା :ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ଉନ୍ନତମାନର କରିବା ପାଇଁ ସରକାର ବିଭିନ୍ନ ପ୍ରକାର ଯୋଜନା ପ୍ରଣୟନ କରି ଭିତ୍ତିଭୂମି ସୁଦୃଢ କରୁଛନ୍ତି । ତେବେ କେତେକ କ୍ଷେତ୍ରରେ କେତେକ ସ୍କୁଲ ସରକାରୀ ନିର୍ଦ୍ଦେଶ ନାମାକୁ ଖୋଲାଖୋଲି ଅବମାନନା କରୁଥିବା ଅଭିଯୋଗ ହେଉଛି ; ମାତ୍ର ଏ ସଂପର୍କରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷମାନେ କୌଣସି କିଛି ପଦକ୍ଷେପ ନେଉନଥିବାର ଅଭିଯୋଗ ଉଠିଛି । ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଅନ୍ତର୍ଗତ ବିଭିନ୍ନ ସରକାରୀ […]

Read More Text.

ଡିଜିଙ୍କୁ ଭେଟିଲ ବରିଷ୍ଠ ବିଜେଡି ନେତା

ଭୁବନେଶ୍ୱର : ଡିଜିଙ୍କୁ ଭେଟିଲ ବରିଷ୍ଠ ବିଜେଡି ନେତା । ଆଇନ ଶୃଙ୍ଖଳା ସ୍ଥିତି ନେଇ ପ୍ରଦାନ କଲେ ଦାବିପତ୍ର। ୯ ଜଣ ବରିଷ୍ଠ ନେତାଙ୍କ ସହ ଅନ୍ୟ ବିଜେଡି କର୍ମୀ ଡିଜିଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି । ସଞ୍ଜୟ ଦାସବର୍ମା, ବିଧାୟକ ସୁଶାନ୍ତ ରାଉତ, ବିଧାୟକ ଅନତନ୍ତ ନାରାୟଣ ଜେନା , ପ୍ରତାପ ଜେନା, ଅତନୁ ସବ୍ୟସାଚୀ, ବିଭୂତି ବଳବନ୍ତରାୟ, ଲେନିନ ମହାନ୍ତି, ବିଧାୟକ ଅରୁଣ ସାହୁ, ବିଧାୟକ ବିଶ୍ବରଂଜନ ମଲ୍ଲିକ ଙ୍କ ସହ ଦଳୀୟ କର୍ମୀ […]

Read More Text.

ପ୍ରେସ୍‌ର ବୋମା ବିସ୍ଫୋରଣରେ ଯବାନ ସହିଦ

ମାଲକାନଗିରି: ସରକାର, ପ୍ରଶାସନ ଓ ସୁରକ୍ଷାକର୍ମୀମାନେ ଡାଳେଡାଳେ ଗଲେ ନକ୍ସଲମାନେ ପତ୍ରେପତ୍ରେ ଯାଉଛନ୍ତି। ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଆଜି ଏହା ପ୍ରମାଣିତ ହୋଇଛି। ବିଜାପୁର ଜଙ୍ଗଲରେ ଆଜି ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ଗୋଟିଏ ପଟେ ଶାନ୍ତିବାର୍ତ୍ତା ନେଇ ବରିଷ୍ଠ ନେତା ସରକାରଙ୍କୁ ଅନୁରୋଧ କରିଆସୁଥିବା ବେଳେ ଅନ୍ୟପଟେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରୁଛନ୍ତି ନକ୍ସଲ। ତୋୟନାର ଥାନା ଅନ୍ତର୍ଗତ ମୋରମେଡ ଜଂଗଲରେ ଆଜି ସକାଳେ ପ୍ରେସର ବୋମା ବିସ୍ଫୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି। […]

Read More Text.

ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍‌ ଡାକ୍ତରଖାନାରେ ଭର୍ତ୍ତି

ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍‌ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ସୋମବାର ତାଙ୍କୁ ଇଷ୍ଟର୍ଣ୍ଣ କମାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଭବନର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ତାଙ୍କୁ ପୂର୍ବାହ୍ନ ପ୍ରାୟ ୧୦ଟା ସମୟରେ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତରମାନେ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି ଏବଂ ଆବଶ୍ୟକୀୟ ପରୀକ୍ଷା ପରେ ପରବର୍ତ୍ତୀ ପର୍ଯ୍ୟାୟ ଚିକିତ୍ସା ବିଷୟରେ ନିଷ୍ପତ୍ତି ନିଆଯିବ। ଅପରପକ୍ଷେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଡାକ୍ତରଖାନା […]

Read More Text.

ପୁଣି ଫେରିଲା ଗ୍ରୀଷ୍ମ ପ୍ରବାହ, ଝାରସୁଗୁଡାରେ ସର୍ବାଧିକ ୪୫.୪ °C ରେକର୍ଡ଼

ରାଜ୍ୟକୁ ପୁଣି ଫେରିଲା ଗ୍ରୀଷ୍ମ ପ୍ରବାହ ।  ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୪୫. °C ଟପିଛି  ।   ୩ ଦିନ ଭିତରେ ୩ ରୁ ୫ ଡିଗ୍ରୀ ତାପମାତ୍ରା ବଢିବା ସହ ଜାରି ହେବ ଅସମ୍ଭାଳ ତାତି । ଆନ୍ତାକାଲିଠୁ ରାଜ୍ୟରେ ହିଟ ୱେଭ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡକୁ ଅସମ୍ଭାଳ ତାତିକୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ […]

Read More Text.

ନବ ଦାସ ହତ୍ୟା ମାମଲା: ଅଭିଯୁକ୍ତ ଗୋପାଳର ହେବ କଲ୍ ରେକର୍ଡ ଯାଞ୍ଚ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବଦାସ ହତ୍ୟା ମାମଲା । ଅଭିଯୁକ୍ତ ଗୋପାଳ ଦାସର ହେବ କଲ୍ ରେକର୍ଡ ଯାଞ୍ଚ । ହତ୍ୟା କାଣ୍ଡର ଦୁଇ ମାସ ପୂର୍ବରୁ କେଉଁ ମାନଙ୍କ ସହ କଲ୍ ରେ ଯୋଗାଯୋଗ କରିଥିଲା ଗୋପାଳ ସେନେଇ ଖୋଳତାଡ ଆରମ୍ଭ କରିଛି କ୍ରାଇମ୍‌ବ୍ରାଞ୍ଚ । ଆବଶ୍ୟକ ପଡିଲେ କଲ୍ ରେକର୍ଡ ଡାଟା ମିଳିବା ପରେ କିଛି ଅନ୍ୟ ବ୍ୟକ୍ତିଙ୍କୁ ଜେରା ହୋଇପାରେ ବୋଲି ସୂଚନା ରହିଛି । ସ୍ପଟ୍ ଇନ୍‌କ୍ୱାରୀ ସହ କ୍ରାଇମ୍‌ବ୍ରାଞ୍ଚର […]

Read More Text.

ପୋପ୍‌ଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ଭାଟିକାନ ସିଟିର ପୋପ୍‌ ଫ୍ରାନ୍‌ସିସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ଏହି ଅବସରରେ ପୋପ୍‌ଙ୍କ ସହ ସାକ୍ଷାତ ସମୟର ମୁହୂର୍ତ୍ତକୁ ମନେ ପକାଇ ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଲେଖିଛନ୍ତି, ପୋପ୍‌ ଫ୍ରାନସିସଙ୍କ ନିଧନ ତାଙ୍କୁ ଗଭୀର ଆଘାତ ଦେଇଛି। ଦୁଃଖ ଏବଂ ସ୍ମରଣର ଏହି ମୁହୂର୍ତ୍ତରେ ବିଶ୍ଵସ୍ତରର କ୍ୟାଥୋଲିକ ସମ୍ପ୍ରଦାୟ ପ୍ରତି ସେ ସମବେଦନା ଜଣାଉଛନ୍ତି। ପୋପ ଫ୍ରାନସିସଙ୍କୁ […]

Read More Text.

ସ୍ତ୍ରୀକୁ ହତ୍ୟା କରି ମୃତଦେହକୁ ବକ୍ସଖଟରେ ଲୁଚାଇ ରଖିଥିଲା ସ୍ବାମୀ

ଉମରକୋଟ : ବକ୍ସ ଖଟରେ ସ୍ତ୍ରୀର ଡେଡ୍ ବଡି । ସ୍ତ୍ରୀକୁ ହତ୍ୟା କରି ଖଟରେ ଥିବା ବାକ୍ସରେ ଲୁଚାଇ ଘରକୁ ତାଲା ପକାଇ ସ୍ୱାମୀ ଫେରାର । ଘଟଣାଟି ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅନ୍ତର୍ଗତ ହଳଦି ଗାଁରେ । ମୃତ ମହିଳା ଜଣକ ହେଲେ ଅନିତା ସୋରି। ହତ୍ୟାକାରୀ ସ୍ୱାମୀ ହେଲେ ଦୁଷ୍ମନ୍ତ ନାୟକ । ମହିଳାଙ୍କ ପରିବାର ଲୋକେ ଚନ୍ଦାହାଣ୍ଡି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘର […]

Read More Text.