ଆସନ୍ତାକାଲି ସମ୍ବଲପୁରରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର

ସମ୍ବଲପୁର :  ଆସନ୍ତାକାଲି ସମ୍ବଲପୁରରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର । ଏହା ପୂର୍ବରୁ ସମୀକ୍ଷା ବୈଠକ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ  l ଏହି ଜନ ଅଭିଯୋଗ ଶୁଣାଣି ଶିବିର ସମ୍ବଲପୁର ଦୁର୍ଗାପାଲିଠାରେ ହେବ । ଆସନ୍ତାକାଲିର ଅଭିଯୋଗ ଶୁଣାଣିରେ ୧୧ ମନ୍ତ୍ରୀ , ୧୦ ଜିଲ୍ଲାର ଜିଲ୍ଲାପାଳ, ମୁଖ୍ୟ ସଚିବଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିବେ  l ଶିବିରରେ ୧୦ଟି ଜିଲ୍ଲାର […]

Read More Text.

୨୨ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାଉଦି ଆରବ ଗସ୍ତ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୨ରେ ସାଉଦି ଆରବ ଗସ୍ତରେ ଯିବେ ବୋଲି ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ସାଉଦି ଯୁବରାଜ ମହମ୍ମଦ ବିନ୍‌ ସଲମାନଙ୍କ ଆମନ୍ତ୍ରଣ କ୍ରମେ ମୋଦୀ ସେଠାକୁ ଯାଉଛନ୍ତି। ଦୁଇ ଦିନିଆ ଗସ୍ତ କାଳରେ ମୋଦୀ ଓ ସଲମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗ ନେଇ ଦ୍ବିପାକ୍ଷିକ ଆଲୋଚନା କରାଯିବ। ଅନ୍ୟ ରାଷ୍ଟ୍ର ତୁଳନାରେ ସାଉଦି ଆରବରେ ସବୁଠାରୁ ଅଧିକ ଭାରତୀୟ କାର୍ଯ୍ୟରତ ଅଛନ୍ତି। ଏହାବ୍ୟତୀତ ଇସଲାମିକ ରାଷ୍ଟ୍ରଙ୍କ ମଧ୍ୟରେ ସାଉଦି […]

Read More Text.

୨ ନାବାଳକଙ୍କୁ ଖୁଣ୍ଟରେ ବାନ୍ଧି ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ

ବଳଙ୍ଗା: ପୁରୀ ଜିଲା ବଳଙ୍ଗା ଥାନା କୋଟକୋସାଙ୍ଗରେ ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି । ଦୁଇ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧିବା ସହ ସିଗାରେଟ ଚେଙ୍କ ଦେଇଛନ୍ତି ଦୁର୍ବୃତ୍ତମାନେ । ଖାଲି ସେତିକି ନୁହଁ, ଦୁଇ ନାବାଳକଙ୍କୁ ପରିସ୍ରା ପିଆଇଥିବା ମଧ୍ୟ ଅଭିଯୋଗ ହୋଇଛି । ଏଭଳି ବର୍ବରତା ସମ୍ପର୍କରେ ଖବର ପାଇବା ପରେ ପୋଲିସ ପହଞ୍ଚି ପିଡ଼ିତ ଦ୍ଵୟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇବା ସହିତ ଘଟଣାର ଖୋଳତାଡ଼ ଆରମ୍ଭ […]

Read More Text.

ଦିଲ୍ଲୀରେ ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ କରିବା ପାଇଁ ଆଠଟି କମିଟି ଗଠନ

ଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଯୋଜନା ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) କାର୍ଯ୍ୟକାରୀ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି । ଏ ନେଇ ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଏହି ଯୋଜନାର ପ୍ରଭାବଶାଳୀ ଏବଂ ସୁଗମ ପାଇଁ ମୋଟ ଆଠଟି କମିଟି ଗଠନ ହୋଇଛି । ଏହି କମିଟିଗୁଡ଼ିକ ଯୋଜନା ସହିତ ଜଡିତ ବିଭିନ୍ନ ପ୍ରକ୍ରିୟା ଏବଂ ସେବାଗୁଡ଼ିକୁ ଏକ ବ୍ୟବସ୍ଥିତ ଉପାୟରେ କାମ କରିବେ । […]

Read More Text.

ହୁଣ୍ଡି ସିଫ୍ଟିଂ ପରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ହୁଣ୍ଡି ସିଫ୍ଟିଂ ହେବାର ଦୁଇ ଚାରି ଦିନ ଭିତରେ ହିଁ ଏହି ପ୍ରକ୍ରିୟା ଆରମ୍ଭ ହେବ ପରିଚାଳନା ସମିତିର ଚୁଡାନ୍ତ ରୂପ ଚଳିତ ମାସ ସୁଦ୍ଧା ଶେଷ ହେବ । ହୁଣ୍ଡିର ସିଫ୍ଟିଂ ପାଇଁ ପରିଚାଳନା ସମିତି ଓ ସରକାରଙ୍କ ମଧ୍ୟରେ ସହମତି ରହିବାର ଆବଶ୍ୟକତା ଅଛି । ହୁଣ୍ଡି ସିଫ୍ଟିଂ ସହିତ ଧାଡ଼ି ଦର୍ଶନ ବ୍ୟବସ୍ଥାର ସଂପୃକ୍ତି ରହିଛି ।  ହୁଣ୍ଡି ସିଫ୍ଟିଂ ପରେ ହିଁ ଧାଡ଼ି ଦର୍ଶନ ପାଇଁ ଯାହା ବ୍ୟବସ୍ଥା ସମ୍ପୂର୍ଣ୍ଣ […]

Read More Text.

ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି କଲେ ପୁଅ ବିଶାଳ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବିକୁ ପାଖାପାଖି ମାସେ ହୋଇଥିବାବେଳେ, ଏବେ ସୁଦ୍ଧା କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ । ଯାହାକୁ ନେଇ ପୁଣି ଥରେ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି ନବ ଦାସଙ୍କ ପୁଅ ବିଶାଳ ଦାସ । ଏନେଇ ବିଶାଳ ଦାସ ଗଣମାଧ୍ୟମକୁ କହିଛନ୍ତି ଯେ, ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ ଯାହା କହିବା କଥା ସବୁ କହି ସାରିଛୁ । ମାମଲାର […]

Read More Text.

କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନୂଆ ଖେଳ, ଛଡ଼ାଇନେଲା ଅପିଲ କରିବାର ଅଧିକାର

ନୂଆଦିଲ୍ଲୀ: କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନାଟକ ପୁଣି ଥରେ ସାମ୍ନାକୁ ଆସିଛି। ପାକିସ୍ତାନ ଯାଦବଙ୍କ ପରିବାରଠାରୁ ଆବେଦନ କରିବାର ଅଧିକାର ମଧ୍ୟ ଛଡ଼ାଇ ନେଇଛି। ଇସ୍ଲମାବାଦ ନିଜେ ପାକିସ୍ତାନ ସୁପ୍ରିମକୋର୍ଟରେ ଏହା ସ୍ୱୀକାର କରିଛି। ୨୦୧୯ ମସିହାରେ ଯାଦବଙ୍କ ସହ ଜଡିତ ମାମଲାର ଶୁଣାଣି ସମୟରେ ଅନ୍ତର୍ଜାତୀୟ ନ୍ୟାୟ ଅଦାଲତ (ଆଇସିଜେ) ଏହି ଅଧିକାର ଦେଇଥିଲା। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରଣାଳୟ ସୁପ୍ରିମକୋର୍ଟରେ ଯୁକ୍ତି ଦର୍ଶାଇଛି ଯେ ଅବସରପ୍ରାପ୍ତ ଭାରତୀୟ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ ଆବେଦନ […]

Read More Text.

ରତ୍ନଭଣ୍ଡାର ମରାମତି ହୋଇ ନ ଥିଲେ ଭୁଶୁଡ଼ି ପଡ଼ି ଥାଆନ୍ତା : ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : ସ୍ନାନ ଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସାରିବା ପାଇଁ ଚେଷ୍ଟା କରାଯାଉଛି । ମରାମତି ଚୂଡ଼ାନ୍ତ ସ୍ଥିତିକୁ ଆସିଲାଣି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମହାପ୍ରଭୁଙ୍କ ନୀତିକାନ୍ତି ବ୍ୟାଘାତ ନ କରି ମରାମତି କାମ ଚାଲିଛି। ଦିନରେ ଦେଢ଼ ଘଣ୍ଟାରୁ ଦୁଇ ଘଣ୍ଟା ମରାମତି କାମ ହେଉଛି। ASIକୁ କୌଣସି ପ୍ରକାର ବ୍ୟସ୍ତ କରାଯାଉ ନାହିଁ । ଯେହେତୁ ASIକୁ ସମୟ କମ ଦିଆଯାଉଛି ତେଣୁ କାମ ବିଳମ୍ବିତ ହେଉଥିବା […]

Read More Text.

ନିଖୋଜ ନାବାଳକକୁ ଖୋଜିବାକୁ ଫାଣ୍ଡି ଘେରାଉ ସହ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ପିପିଲି: ଡେଲାଙ୍ଗ ରତନପୁର ଗାଁର ୧୧ ବର୍ଷିୟ ଆଶୀର୍ବାଦ ସାହୁ ନିଖୋଜ ହେବା ଘଟଣାକୁ ୬ ଦିନ ବିତି ଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପୋଲିସର ହାତ ଖାଲି ରହିଛି । ଏବେ ଯାଏଁ ପତ୍ତା ଲାଗାଇପାରୁନି ପୋଲିସ । ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ଯାହାକୁ ନେଇ ନାବାଳକକୁ ଖୋଜିବାକୁ ହାଟ ଡେଲାଙ୍ଗ ଫାଣ୍ଡି ଘେରାଉ କରିଛନ୍ତି ପରିବାର ଲୋକେ ଓ ଗ୍ରାମବାସୀ । ଫାଣ୍ଡି ଘେରିବା ସହ ଟାୟାର […]

Read More Text.

ଜମ୍ମୁ-କାଶ୍ମୀରରେ ପ୍ରକୃତିର ତାଣ୍ଡବଲୀଳା, ରାମବନ ଛାରଖାର

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ପ୍ରକୃତିର ତାଣ୍ଡବଲୀଳା ପରେ ଛାରଖାର ହୋଇଛି ରାମବନ । ବିପର୍ଯ୍ୟୟରେ ସବୁଠୁ ଅଧିକ ରାମବନରେ କ୍ଷୟକ୍ଷତି ହୋଇଥିବା ବେଳେ ଧୋଇ ଯାଇଛି ରାସ୍ତାଘାଟ । ବାଦଲଫଟା ବର୍ଷା ଏବଂ ତତ୍ ଜନିତ ଭୂସ୍ଖଳନ ଫଳରେ ଅନେକ ସ୍ଥାନରେ ଧସିଯାଇଛି ପାହାଡ ଓ ଘର । ସାଧାରଣ ରାସ୍ତା ଘାଟ କଥା ନକହିଲେ ଭଲ, ଏନଏଚରେ ପାହାଡ ଧସି ବଡବଡ ପଥର ପଡି ରହିଛି । ଯାହାକୁ ସଫା କରିବା ପାଇଁ ଉଦ୍ୟମ ଜାରି ରହିଛି […]

Read More Text.