ରାଜଧାନୀରେ ଯୁବକଙ୍କୁ ଗୁଳି ଘଟଣାରେ ଟ୍ଵିଷ୍ଟ, ନିଜକୁ ନିଜେ ଗୁଳି ମାରିଥିଲା ଦୀପ୍ତି
ଭୁବନେଶ୍ୱର: ପ୍ରେମରେ ବିଫଳ ଯୁବକ ରଚିଲେ ହାଇଡ୍ରାମା । ପୋଲିସ୍ ଓ ପରିବାର ଲୋକେ ବି ଚକ୍କର ଖାଇଗଲେ । ସିନେମାର କାହାଣୀ ପରି ଥିଲା ଘଟଣା । ହେଲେ ପୋଲିସ କରି ଦେଲା ପର୍ଦ୍ଦାଫାସ୍ । ଘଟଣା ଶୁଣିଲେ ମୁଣ୍ଡ ଘୂରାଇ ଦେବ । ହଁ ଆଜ୍ଞା, ଏଭଳି ଏକ ଘଟଣା ଯାହା ଏବେ ଖୁବ୍ ଚର୍ଚ୍ଚା ସାଉଣ୍ଟୁଛି । ଖବର ଆସିଲା ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଅଞ୍ଚଳରେ ଦୀପ୍ତି ମହାପାତ୍ର ନାମକ ଜଣେ ଯୁବକଙ୍କ ଉପରେ […]
Read More Text.