ଗୁଳି-ବନ୍ଧୁକ କାରବାର ବେଳେ ଚଢ଼ଉ: ଜଣେ ଓଡ଼ିଆ ସମେତ ୫ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର: ରାଜଧାନୀରେ ବୁଲୁଛି ସ୍ବୟଂଚାଳିତ ପିସ୍ତଲ, ରିଭଲଭର। ବାହାର ରାଜ୍ୟରୁ ମାରଣାସ୍ତ୍ର ଆଣି ଭୁବନେଶ୍ୱରରେ ଚୋରି, ଡକାୟତି, ରାହଜାନୀ, ଲୁଟ ଭଳି ଅପରାଧ ଏବଂ ହିଂସା ସୃଷ୍ଟି କରିବାକୁ ଚାଲିଛି ଯୋଜନା। ତେବେ ଅପରାଧ ପାଇଁ ବ୍ୟବହାର ହେବାକୁ ଥିବା ଏକ ବଡ଼ଧରଣର ମାରଣାସ୍ତ୍ର ବିକ୍ରି ଯୋଜନାକୁ ଭୁବନେଶ୍ବର କମିସନରେଟ ପୁଲିସ ବିଫଳ କରିଛି। ଜଟଣୀର ଏକ ନିଦ୍ଦିଷ୍ଟ ସ୍ଥାନରେ ବନ୍ଧୁକ ବିକ୍ରି ବେଳେ ଏୟାର ଫିଲ୍ଡ ଥାନା ପକ୍ଷରୁ ଅତର୍କିତ ଭାବେ ଚଢ଼ଉ କରାଯାଇ ଜଣେ […]
Read More Text.