ଇସ୍ରାଏଲ-ଇରାନ ଉତ୍ତେଜନା ନେଇ ଭାରତର ଉଦ୍ବେଗ, ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି କଲେ ସରକାର
ନୂଆଦିଲ୍ଲୀ : ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆରମ୍ଭ ହୋଇଥିବା ଉତ୍ତେଜନାକୁ ନେଇ ଭାରତ ଉଦବେଗ ପ୍ରକାଶ କରିଛି। ହିଂସା ପଥ ଛାଡ଼ି କୂଟନୈତିକ ସ୍ତରରେ ଆଲୋଚନା ଜରିଆରେ ଦୁଇ ଦେଶ ପରସ୍ପର ମଧ୍ୟରେ ଥିବା ବିବାଦକୁ ସମାଧାନ କରିବା ଲାଗି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହଯାଇଛି। ଇସ୍ରାଏଲ ପକ୍ଷରୁ ଗୁରୁବାର ବିଳମ୍ବିତ ରାତିରେ ଇରାନ ଉପରେ ଆକ୍ରମଣ କରାଯାଇଥିଲା। ଏହା ପରେ ଇରାନ ପାଲଟା ଜବାବ ଦେଇଛି। ଭାରତ ଉଭୟ ଦେଶକୁ ଆକ୍ରମଣ ପ୍ରତିଆକ୍ରମଣରୁ […]
Read More Text.