ଗୁରୁ ଦିବସରେ ରକ୍ତଦାନ ଶିବିର
ରକ୍ତବୀର ଶିକ୍ଷକ ସମ୍ମାନରେ ସମ୍ବର୍ଦ୍ଧିତ ହେଲେ ୪୦ ଶିକ୍ଷକ ବାରିପଦା : ସ୍ଥାନୀୟ ଲାଲବଜାର ସ୍ଥିତ ଶିକ୍ଷକ ଭବନରେ ଗୁରୁଦିବସ ଅବସରରେ ଜିଲ୍ଲା ଶିକ୍ଷକ ସମନ୍ୱୟ ସମିତି ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି l ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ନଗରପାଳ କୃଷ୍ଣାନନ୍ଦ ମହାନ୍ତି ଏହି ଶିବିରକୁ ଉଦଘାଟନ କରିବା ସହିତ ଅନ୍ୟର ଜୀବନ ବଞ୍ଚାଇବା ପାଇଁ ରକ୍ତଦାନ କରୁଥିବା ଶିକ୍ଷକ/ଶିକ୍ଷୟତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l ସମ୍ମାନିତ ଅତିଥି ଭାବରେ ଜିଲ୍ଲାଶିକ୍ଷା […]
Read More Text.