ଭଦ୍ରକରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ
ଭଦ୍ରକ : ଭଦ୍ରକରେ ୨୪ ଘଣ୍ଟା ପାଇଁ ଇଣ୍ଟର ସେବା ବନ୍ଦ। ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ଇଣ୍ଟରସେବା ବନ୍ଦ ରହିଛି। ଭଦ୍ରକ ବ୍ଲକ ଓ ପୌରାଞ୍ଚଳ, ତିହିଡି ବ୍ଲକ ଅଂଚଳ, ଧାମନଗର ବ୍ଲକ ଓ NAC ଅଂଚଳରେ ଇଣ୍ଟର ନେଟ ସେବା ବନ୍ଦ ରହିଛି । ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ପରେ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି। ସମ୍ଭାବ୍ୟ ଆଇନ ଶୃଙ୍ଖଲା ପରିସ୍ଥିତିକୁ ମୁକାବିଲା ପାଇଁ ୨୫ ପ୍ଲାଟୁନ ପୋଲିସ ଫୋର୍ସ […]
Read More Text.