ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ ସହ ବିକଶିତ ଓଡ଼ିଶା ପାଇଁ ଆଶୀର୍ବାଦ ଭିକ୍ଷା କଲି: ମୁଖ୍ୟମନ୍ତ୍ରୀ
ପୁରୀ: ରଥଯାତ୍ରା ପୂର୍ବରୁ ମହାପ୍ରଭୁଙ୍କର ସମ୍ପନ୍ନ ହେଉଥିବା ସ୍ନାନଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ସ୍ନାନଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ରାଜ୍ୟ ତଥା ରାଜ୍ୟବାସୀଙ୍କ ମଙ୍ଗଳ ସହ ବିକଶିତ ଓଡ଼ିଶା ନିର୍ମାଣ ପାଇଁ ଆଶୀର୍ବାଦ ଭିକ୍ଷା କଲି। ମହାପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖୀ ଓ ମଙ୍ଗଳମୟ ହେଉ । ଏହା […]
Read More Text.