ବଢିପାରେ ଦିଗବିଜୟଙ୍କ ଅଡୁଆ, ପୁଣି ଖୋଲିବ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟସଭା ସାଂସଦ ଦିଗବିଜୟ ସିଂହଙ୍କ ସମସ୍ୟା ବଢ଼ିପାରେ, କାରଣ ୨୮ ବର୍ଷ ପରେ କଂଗ୍ରେସ ନେତ୍ରୀ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା ପୁଣି ଥରେ ଖୋଲିବାକୁ ଯାଉଛି। ଏହି ମାମଲାରେ, ସରଳା ମିଶ୍ରଙ୍କ ଭାଇ ଦିଗବିଜୟ ସିଂହଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଭୋପାଳ କୋର୍ଟର ନିର୍ଦ୍ଦେଶ ପରେ, ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା ପୁଣି ଥରେ ଖୋଲାଯାଉଛି। ସରଳାଙ୍କ ଭାଇ କୋର୍ଟରେ ଆବେଦନ କରିଥିଲେ, ଯାହା ପରେ ଭୋପାଳ […]

Read More Text.

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

  ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ ୱେବସାଇଟରେ ଉପଲବ୍ଧ ହୋଇଛି କମନ ଆପ୍ଲିକେସନ ଫର୍ମ। ଏଣିକି ନୂଆ ପଦ୍ଧତିରେ ଗରିବ ଓ ମଧ୍ୟମ ବର୍ଗର ମେଧାବୀ ଛାତ୍ରଛାତ୍ରୀଙ୍କୁ ସିଭିଲ ସର୍ଭିସେସ ପ୍ରିଲିମ ଓ ମେନ ପରୀକ୍ଷା ପାଇଁ ଫ୍ରି କୋଚିଂ […]

Read More Text.

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ତେବେ ମୃତଦେହକୁ ଘର କିମ୍ବା ଶ୍ମଶାନ ଯାଏ ନେବାକୁ ଏହା କାମ କରିବ। ବିଶେଷକରି ସରକାରୀ ହସ୍ପିଟାଲରେ ପ୍ରାଣ ହରାଇଲେ ମୃତଦେହକୁ ନେବାକୁ ଏହା କାମ କରିବ। ତେବେ ମୃତଦେହ ପରିବହନ ପାଇଁ କିମି ପିଛା ଦର […]

Read More Text.

ପାରମିତା ଶତପଥୀ ତ୍ରିପାଠୀ ଓଡ଼ିଶାରେ ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର,୧୬।୪: ୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପାରମିତା ଶତପଥୀ ତ୍ରିପାଠୀ ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜଣେ ପ୍ରସିଦ୍ଧ ଲେଖିକା ଏବଂ ଔପନ୍ୟାସିକ ପରମିତା ପୂର୍ବରୁ ଓଡ଼ିଶାରେ ଆୟକର ବିଭାଗରେ ବିଭିନ୍ନ ପଦବୀରେ କାର୍ଯ୍ୟ କରିଥିଲେ। ସେ ଛଅ ​​ବର୍ଷ ପାଇଁ ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ୍ ଲିମିଟେଡ୍ (OPGC)ରେ ଅର୍ଥ ନିର୍ଦ୍ଦେଶକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ତାଙ୍କ ସାହିତ୍ୟିକ କୃତି […]

Read More Text.

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬ ଗ୍ରାମ ଓଜନର ସୁନା ଅଳଙ୍କାର, ୧.୦୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ୟାଙ୍କ ଜମା ଏବଂ ତାଙ୍କ ଆୟ ତୁଳନାରୁ ଅଧିକ ସମ୍ପତ୍ତି ଠାବ କରାଯାଇଛି। ୮ଟି ସ୍ଥାନରେ ଚାଲିଥିବା ସନ୍ଧାନରେ, ଶତପଥୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କ ନାମରେ କୋଟି କୋଟି ଟଙ୍କାର ସ୍ଥାବର ଏବଂ ଅସ୍ଥାବର ସମ୍ପତ୍ତି ଏପର୍ଯ୍ୟନ୍ତ ଠାବ […]

Read More Text.

ମହାଦେବ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲା: ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଇଡିର ଚଢାଉ

ଭୁବନେଶ୍ୱର,୧୬।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ମହାଦେବ ଅନଲାଇନ୍ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲାର ତଦନ୍ତକୁ ତୀବ୍ର କରିଛି ଏବଂ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଚଢାଉ କରାଯାଇଛି। ସମ୍ବଲପୁର, ଦିଲ୍ଲୀ, ମୁମ୍ବାଇ, ଚଣ୍ଡିଗଡ଼, ଅହମ୍ମଦାବାଦ, ଜୟପୁର, ଚେନ୍ନାଇ ଏବଂ ଇନ୍ଦୋର ଭଳି ଅନେକ ସହରରେ ସନ୍ଧାନ ଅଭିଯାନ କରାଯାଇଥିଲା। ଏହି କ୍ରାକଡାଉନ୍ ଆପ୍‌ର ବେଆଇନ କାର୍ଯ୍ୟ ଏବଂ ଆର୍ଥିକ କାର୍ଯ୍ୟକଳାପର ଏକ ବ୍ୟାପକ ତଦନ୍ତର ଏକ ଅଂଶ। ଅଧିକାରୀଙ୍କ ଅନୁସାରେ, ଛତିଶଗଡ଼ର ଅନେକ ଉଚ୍ଚପଦସ୍ଥ ରାଜନେତା ଏବଂ […]

Read More Text.

ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର

କେନ୍ଦୁଝର :  ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର ହେମ୍ବ୍ରମଙ୍କୁ ଦୀର୍ଘ ୨୫ ବର୍ଷ ପରେ କେନ୍ଦୁଝର ଜେଲରୁ ମୁକ୍ତି ପାଇଛନ୍ତି। ସୂଚନା ଅନୁସାରେ, ଜେଲ ଭିତରେ ମହେନ୍ଦ୍ରଙ୍କ ଉତ୍ତମ ଆଚରଣକୁ ଦୃଷ୍ଟିରେ ରଖି ତାଙ୍କୁ ମୁକ୍ତ କରାଯାଇଛି। ୧୯୯୯ ମସିହା ଜାନୁଆରୀ ୨୨-୨୩ ତାରିଖ ରାତିରେ କେନ୍ଦୁଝର ଜିଲାର ମନୋହରପୁର ଗାଁରେ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କ […]

Read More Text.

ବିହାରରେ ମୁଣ୍ଡ ଟେକିଲେଣି ନୂଆଦଳ, ବଦଳାଇ ଦେଇପାରନ୍ତି ରାଜନୀତିର ଦୃଶ୍ୟପଟ୍ଟ

ପାଟଣା: ଚଳିତ ବର୍ଷ ଶେଷ ସୁଦ୍ଧା ବିହାରରେ ବିଧାନସଭା ନିର୍ବାଚନରେ ଭାଗ୍ୟ ପରଖିବେ ସବୁ ରାଜନୈତିକ ଦଳ । ଏହି ନିର୍ବାଚନରେ ଗୋଟିଏ ପଟେ ବିଜେପି, ଜନତା ଦଳ ୟୁନାଇଟେଡ୍‌, ଆରଜେଡି ଏବଂ କଂଗ୍ରେସ ପରି ପୁରୁଣା ଦଳଗୁଡ଼ିକ ପ୍ରତିଦ୍ୱନ୍ଦିତା କରିବେ । ଅନ୍ୟପଟେ ନିର୍ବାଚନ ରଣନୀତିକାରରୁ ରାଜନେତା ପାଲଟିଥିବା ପ୍ରଶାନ୍ତ କିଶୋରଙ୍କ ‘ଜନ ସୁରଜ’ ଭଳି ନୂଆ ଦଳର ନେତାମାନେ ଅନ୍ୟ ପୁରୁଖା ନେତାମାନଙ୍କ ସହ ନିର୍ବାଚନୀ ମୁକାବିଲା କରିବେ । ଏହି ଦଳଗୁଡ଼ିକ ତାଲିକାରେ […]

Read More Text.

ଜିନପିଙ୍ଗଙ୍କୁ ଶକ୍ତ ଧକ୍କା: ମହିଳା ଅଧିକାରୀ ତାଇୱାନକୁ ପଠାଇଲେ ୩ ଲକ୍ଷ ଗୁପ୍ତ ଫାଇଲ୍!

ବେଜିଂ: ଚୀନ୍‌ର ଜଣେ ମହିଳା ଗୁପ୍ତଚର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଶକ୍ତ ଧକ୍କା ଦେଇଛନ୍ତି। କୁହାଯାଉଛି ଅଧିକାରୀ ଭାବେ କାର୍ଯ୍ୟ କରୁଥିବା ଏହି ମହିଳା ୩ ଲକ୍ଷ ଗୁପ୍ତ ଫାଇଲ୍ ଗାଏବ କରିଦେଇଛନ୍ତି। ଏହି ଖବର ପ୍ରକାଶ ପାଇବା ମାତ୍ରେ ଚୀନ୍‌ରେ ଆତଙ୍କ ସୃଷ୍ଟି ହୋଇଛି। ସେନା ଅଧିକାରୀମାନେ ମହିଳାଙ୍କୁ ଗିରଫ କରିଛନ୍ତି ଏବଂ ତାଙ୍କୁ ପଚରାଉଚରା କରାଯାଉଛି। ଅଧିକାରୀମାନେ ଭୟ କରୁଛନ୍ତି ଯେ, ଏହି ଫାଇଲଗୁଡ଼ିକ ତାଇୱାନକୁ ପଠାଯାଇ ଥାଇପାରେ। ମହିଳାଙ୍କ ତାଇୱାନ ଲିଙ୍କ୍ ସାମ୍ନାକୁ […]

Read More Text.

ନଦୀ ଭିତରକୁ ଯାଇ ରିଲ୍ କରୁଥିବା ବେଳେ ଭାସିଗଲେ ମହିଳା, ଏପର୍ଯ୍ୟନ୍ତ ମିଳୁନି ପତ୍ତା

ନୂଆଦିଲ୍ଲୀ: ଉତ୍ତରକାଶୀର ମଣିକର୍ଣ୍ଣିକା ଘାଟରେ ଏକ ଦୁଃଖଦ ଦୁର୍ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ୧୪ ଏପ୍ରିଲର ଏହି ଘଟଣାରେ, ଜଣେ ମହିଳା ରିଲ୍ ତିଆରି କରୁଥିବା ସମୟରେ ଗଙ୍ଗା ନଦୀରେ ଭାସି ଯାଇଥିଲେ। ଭିଡିଓରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ମହିଳା ଜଣକ କ୍ୟାମେରା ଆଡ଼କୁ ଚାହିଁ ଧୀରେ ଧୀରେ କୂଳରୁ ନଦୀ ଭିତରକୁ ଯାଉଛନ୍ତି। ଏହା ପରେ ହଠାତ୍ ତାଙ୍କ ପାଦ ଖସିଯାଉଛି ଏବଂ ସେ ଗଙ୍ଗା ନଦୀର ପ୍ରଖର ସ୍ରୋତରେ ଭାସିଯାଉଛନ୍ତି। […]

Read More Text.