ମୟୂରଭଞ୍ଜରେ ଜନଗଣନା–୨୦୨୭ର ପ୍ରାକ୍ ପରୀକ୍ଷଣ ପ୍ରଶିକ୍ଷଣ ଆରମ୍ଭ
ବାରିପଦା : ଜନଗଣନା–୨୦୨୭ର ଦ୍ୱିତୀୟ ପର୍ଯ୍ୟାୟ ଜନ ଗଣନା (Population Enumeration–PE) ପ୍ରାକ୍ ପରୀକ୍ଷଣ ନିମନ୍ତେ ତିନିଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମୟୂରଭଞ୍ଜ ଜିଲ୍ଲାର ଠାକୁରମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷଠାରେ ୧ ଜୁଲାଇରୁ ୩ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ଆୟୋଜିତ ହେଉଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଜନଗଣନା ନିର୍ଦ୍ଦେଶାଳୟ, ଓଡ଼ିଶାର ଯୁଗ୍ମ ନିର୍ଦ୍ଦେଶକ ଡ଼. ଅଭୟ ନାରାୟଣ ନାୟକ, ସହକାରୀ ନିର୍ଦ୍ଦେଶକ ଶ୍ରୀ ପ୍ରଫୁଲ୍ଲ କୁମାର ଦାସ, ଶ୍ରୀ ସୁଜିତ କୁମାର ପ୍ରଧାନ, ଶ୍ରୀ ଉମାକାନ୍ତ ସାହୁ, ଠାକୁରମୁଣ୍ଡା […]
Read More Text.