ଜିଲ୍ଲା ସ୍ତରୀୟ ଦ୍ଵିତୀୟ ସନ୍ତରଣ ପ୍ରତିଯୋଗୀତା -୨୦୨୫ ଅନୁଷ୍ଠିତ
ବାରିପଦା: ଆଜି ବାରିପଦାର ଦେବେନ୍ଦ୍ରପୁର ସ୍ଥିତ ବିଜୁପଟ୍ଟନାୟକ ସନ୍ତରଣାଗାର ଠାରେ ଓଡିଶା ରାଜ୍ୟ ସନ୍ତରଣ ଆସୋସିଏସନ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଦ୍ଵିତୀୟ ସନ୍ତରଣ ପ୍ରତିଯୋଗିତା-୨୦୨୫ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତା କାର୍ଯ୍ୟକ୍ରମରେ ସମ୍ମାନନୀୟା ମହାରାଣୀ ରଶ୍ମି ରାଜଲକ୍ଷ୍ମୀ ଭଞ୍ଜଦେଓ ଏବଂ ପଞ୍ଚମ ବାଟାଲିୟନର କମାଣ୍ଡାଣ୍ଟ ଶ୍ରୀ ପ୍ରଶାନ୍ତ କୁମାର ନାୟକ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ। ଏହି ଅବସରରେ ମହାରାଣୀ ପ୍ରତିଯୋଗତାରେ ଅଂଶଗ୍ରହଣକାରି ଛାତ୍ର ଛାତ୍ରୀ ମାନଙ୍କୁ ଶୁଭେଚ୍ଛା […]
Read More Text.