ରୋମାଣ୍ଟିକ ଅନ୍ଦାଜରେ ଡ୍ୟାନ୍ସ କଲେ ପିନାକୀ ଓ ମହୁଆ, ଭାଇରାଲ୍ ହେଉଛି ଭିଡିଓ
ଜର୍ମାନୀରେ ସାଂସଦ ମହୁଆ ମୋଇତ୍ରାଙ୍କ ସହ ସାଂସଦ ପିନାକୀ ମିଶ୍ରଙ୍କ ବାହାଘର ହୋଇଛି । ଏନେଇ ସାଂସଦ ମହୁଆ ମୋଇତ୍ରାଙ୍କ ସହ ବାହାଘରକୁ ନେଇ କନଫର୍ମ କରିଥିଲେ ପୁରୀର ପୂର୍ବତନ ସାଂସଦ ପିନାକୀ ମିଶ୍ର । କହିଲେ ଯାହା ଜଗନ୍ନାଥଙ୍କ ଇଚ୍ଛା । ପ୍ରଭୁ ଜଗନ୍ନାଥଙ୍କ ଇଚ୍ଛା ଅନୁଯାୟୀ ହୋଇଛି ବାହାଘର । ସାଂସଦ ମହୁଆ ମୋଇତ୍ରା ଏବଂ ପିନାକୀଙ୍କ ଏକ ରୋମାଣ୍ଟିକ ଡ୍ୟାନ୍ସ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ସେମାନଙ୍କ ବିବାହ ଫଟୋ […]
Read More Text.